ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ VB-G RAM G ବିଲ୍ ଗୃହୀତ
ନୂଆଦିଲ୍ଲୀ : ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ ପାସ୍ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ୍ (ଗ୍ରାମୀଣ) ବା ‘VB G-RAM-G ’ ବିଲ୍ ୨୦୨୫ । ଲୋକସଭାରେ ଗୃହୀତ ହେଲା VB-G RAM G…
