December 24, 2025

ଟ୍ରମ୍ପଙ୍କ ମୁଖା ଖୋଲୁଛି ଏପଷ୍ଟେଇନ୍ ଫାଇଲ୍ସ, ମୁଖ୍ୟ ଅଭିଯୁକ୍ତ ସହ ବିମାନ ଯାତ୍ରା କରୁଥିଲେ ଡୋନାଲ୍ଡ ଟ୍ରମ୍ପ୍

ନୂଆଦିଲ୍ଲୀ, ୨୪/୧୨: ଏପଷ୍ଟେଇନ୍ ଫାଇଲକୁ ନେଇ ଆମେରିକାରେ ଝଡ । ୟୁଏସ ରାଜନୀତିର ଅନେକ ଗୁମର ଖୋଲିଛି ବହୁ ଚର୍ଚ୍ଚିତ ଏପଷ୍ଟେଇନ୍ ଫାଇଲ୍ । ଧିରେ ଧିରେ ଡୋନାଲ୍ଡ ଟ୍ରମ୍ପଙ୍କୁ ନେଇ ଅନେକ କଥା ସାମ୍ନାକୁ ଆସିଲାଣି । ନବେଦଶକରେ ଶିଶୁ…

ୟୁନୁସଙ୍କୁ ଆମେରିକାର ଝଟକା, ଆବାମୀ ଲିଗ୍ ଉପରୁ ବ୍ୟାନ ହଟାଇବାକୁ ନିର୍ଦ୍ଦେଶ

ଢାକା ୨୪।୧୨: ବାଂଲାଦେଶରେ ଫେବୃଆରୀରେ ହେବାକୁ ଯାଉଥିବା ସାଧାରଣ ନିର୍ବାଚନ ପୂର୍ବରୁ ଶେଖ ହସିନାଙ୍କ ଦେଶକୁ ଫେରିବା ରାସ୍ତା ଖୋଲୁଥିବାର ଦେଖାଯାଉଛି। ଏଥି ପାଇଁ ମହମଦ ୟୁନୁସଙ୍କ ଏକଛତ୍ରବାଦୀ ଅନ୍ତରୀଣ ସରକାରଙ୍କ ଉପରେ ଅନ୍ତର୍ଜାତୀୟ ଚାପ ବଢିବାରେ ଲାଗିଛି। ଯୁକ୍ତରାଷ୍ଟ୍ର ଆମେରିକାର…

ବାଂଲାଦେଶରେ କେମିତି ରହୁଛନ୍ତି ହିନ୍ଦୁ; ଘରୁ ବାହାରିବା ଏବଂ ନାମ କହିବାକୁ ଡରୁଛନ୍ତି

ନୂଆଦିଲ୍ଲୀ : ବାଂଲାଦେଶରେ ହିନ୍ଦୁ ଯୁବକ ଦୀପୁ ଦାସଙ୍କ ନିର୍ମମ ଗଣହତ୍ୟା ଚାଞ୍ଚଲ୍ୟ ଖେଳାଇଛି । ଏହାସହିତ ଗତ ୭-୮ ମାସ ଧରି ହିନ୍ଦୁମାନଙ୍କ ଉପରେ ଆକ୍ରମଣ ବାଂଲାଦେଶୀ ହିନ୍ଦୁମାନଙ୍କୁ ଅତ୍ୟନ୍ତ ଭୟରେ ଜୀବନଯାପନ କରିବାକୁ ବାଧ୍ୟ କରିଛି। ସେମାନେ ମୃତ୍ୟୁର…

ବିକ୍ରି ହେଲା ପାକିସ୍ତାନର ଏୟାରଲାଇନ୍ସ

ଇସଲାମାବାଦ: ବାରମ୍ବାର ବଦନାମ ହେଉଛି ପାକିସ୍ତାନ । ସବୁବେଳେ ଆତଙ୍କୀ କାର୍ଯ୍ୟକଳାପକୁ ନେଇ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ପୁଣି ଥରେ ଏବେ ନିଜ କାଙ୍ଗାଳପଣକୁ ନେଇ ଚର୍ଚ୍ଚାରେ ରହିଛି । କୁହାଯାଉଛି ବିଦେଶକୁ ଭିକାରୀ ପଠେଇ ପଠେଇ ନିଜେ ଭିକାରୀ ହେଇଗଲା…

ଗାଁର ଜନସଂଖ୍ୟା ୧,୩୯୪, ତିନି ମାସରେ ଜନ୍ମ ନେଲେ ୨୭,୩୯୭ ପିଲା, ଯାଞ୍ଚ ଲାଗି ଗଠନ ହେଲା SIT

ମୁମ୍ବାଇ ୨୪।୧୨: ମହାରାଷ୍ଟ୍ର ୟବତମାଲ ଜିଲ୍ଲା ସେନ୍ଦୁରସାନୀ ଗାଁ ମିଛ ଜନ୍ମ ପଞ୍ଜିକରଣ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯାଞ୍ଚ ଦଳ (ଏସଆଇଟି) ଗଠନ କରିଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି ସେନ୍ଦୁରସାନୀ ଗାଁର ମୋଟ ଜନସଂଖ୍ୟା ୧,୩୯୪ ହେଲେ…

ଭାରତ ମାଟିରୁ ମହାକାଶକୁ ସବୁଠୁ ଓଜନିଆ ସାଟେଲାଇଟ୍ : ବ୍ଲୁବାର୍ଡ ବ୍ଲକ-୨

ନୂଆଦିଲ୍ଲୀ: ଭାରତ ପାଇଁ ଏକ ଐତିହାସିକ ଦିନ । ଯୋଗାଯୋଗ କ୍ଷେତ୍ରରେ ଯୋଡ଼ି ହେଲା ଏକ ନୂଆ ଫର୍ଦ୍ଦ। ଟେଲି କମ୍ୟୁନିକେସନ କ୍ଷେତ୍ରରେ ଇସ୍ରୋ ରଚିଲା ଇତିହାସ । ଭାରତ ମାଟିରୁ ମହାକାଶକୁ ସବୁଠୁ ଓଜନିଆ ସାଟେଲାଇଟ୍ ଯିବା ପରେ ଉଇଁଛି…

ଠାକରେ ଭ୍ରାତାଙ୍କୁ ଏକାଠି କଲା BMC ନିର୍ବାଚନ, ମେଣ୍ଟ ଘୋଷଣା କଲେ ଶିବସେନା(ୟୁବିଟି) ଓ ଏମଏନଏସ୍

ଶିବତୀର୍ଥ ୨୪।୧୨: ମହାରାଷ୍ଟ୍ରରେ ବାଲାସାହେବ ଠାକରେଙ୍କ ଶିବସେନା ପୁଣି ଥରେ ମଜଭୁତ ହେବାକୁ ଯାଉଛି। ବାଲ ଠାକରେଙ୍କ ଉତ୍ତରାଧିକାରୀ ତାଙ୍କ ପୁଅ ଉଦ୍ଧବ ଠାକରେ ଓ ପୁତୁରା ରାଜ ଠାକରେ ପାଖାପାଖି ୨୦ ବର୍ଷ ପରେ ପୁଣି ଏକାଠି ହୋଇଛନ୍ତି। ୨୦୨୬…

ବିଜେଡିକୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ : ମହାନଦୀ ବିବାଦରେ ପୂର୍ବ ସରକାର କରିପାରିଲେନି, ଆମେ ଚେଷ୍ଟା କରୁଛି

ଭୁବନେଶ୍ୱର ୨୪।୧୨ : ମହାନଦୀ ବିବାଦ ନେଇ ବିଜେଡିକୁ ଟାର୍ଗେଟ କଲେ ଆଇନମନ୍ତ୍ରୀ । ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ମହାନଦୀ ପ୍ରସଙ୍ଗରେ ଆପୋଷ ସମାଧାନ ପାଇଁ ସରକାର ଚେଷ୍ଟା କରୁଛନ୍ତି…

କଟକରେ ହେବନି ବାମସେଫ୍‌ର ଅଧିବେଶନ, କାହିଁକି ମନା କଲେ ହାଇକୋର୍ଟ

କଟକ୨୪/୧୨: ବାଲିଯାତ୍ରା ପଡିଆରେ ହେବାକୁ ଥିବା ବାମସେଫ ସଂଗଠନର ରାଷ୍ଟ୍ରୀୟ ଅଧିବେଶନ ଆୟୋଜନକୁ ଅଦାଲତି ଝଟ୍‌କା । କଟକ ଜିଲ୍ଲାପାଳ ଓ ଡିସିପିଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇବାକୁ ମନା କଲେ ହାଇକୋର୍ଟ ।ଏଭଳି ସମାବେଶ ଦ୍ବାରା ସାମାଜିକ ସଦ୍‌ଭାବ…

ରାଜା ଚକ୍ରର ସାମ୍ରାଜ୍ୟ ଉପରେ ପୁଣି EOW ର ଚଢାଉ, କୋଟିଏ ଟଙ୍କାର ରେଞ୍ଜ ରୋଭର ଜବତ

ଭୁବନେଶ୍ଵର: ରାଜା ଚକ୍ରର ସାମ୍ରାଜ୍ୟ ଉପରେ ପୁଣି EOW ର ଚଢାଉ। ଏହି ସମୟରେ ରାଜଧାନୀରୁ ଦାମୀ ଗାଡି ଜବତ କରିଛି ଏଜେନ୍ସି। ଏକ କୋଟିରୁ ଉର୍ଦ୍ଧ ଟଙ୍କାର ରେଞ୍ଜ ରୋଭର ଜବତ ହୋଇଛି। ଏହା ପୂର୍ବରୁ ୫୫ ଗାଡି ଜବତ…