ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ପିଟି ପିଟି ହତ୍ୟା

ବାଂଲାଦେଶ: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ଉତ୍ତ୍ୟକ୍ତ ଲୋକେ ଅମ୍ରିତ ମଣ୍ଡଳ ନାମକ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ରାଜବାଡ଼ି ଅନ୍ତର୍ଗତ ପଙ୍ଗସା ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି।…

ସାନ୍ତାଳୀ ଭାଷାରେ ସମ୍ବିଧାନ ଲୋକାର୍ପଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି । ଏହି…

ମେଟ୍ରୋରେ ବୁଲି ଯାତ୍ରୀଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ମେଟ୍ରୋରେ ବୁଲି ଯାତ୍ରୀଙ୍କ ସମସ୍ୟା ବୁଝିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା । ଅଟଳ କ୍ୟାଣ୍ଟିନ୍ ର ଉଦଘାଟନ ପରେ ମେଟ୍ରୋରେ ବୋଲିଥିଲେ ଶ୍ରୀମତୀ ଗୁପ୍ତା ।ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆଜି ଦିଲ୍ଲୀ ମେଟ୍ରୋରେ ଯାତ୍ରା…

୧୭ ବର୍ଷ ପରେ ବାଂଲାଦେଶ ଫେରିଲେ ତାରିକ ରେହମାନ; ଫେବୃଆରୀରେ ନିର୍ବାଚନରେ ହେବେ ସାମିଲ !

ବାଂଲାଦେଶ: ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି ଜିଆଉର ରେହମାନ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ବଡ଼ ପୁଅ ତାରିକ ରେହମାନ ପ୍ରାୟ ୧୭ବର୍ଷ ବିଦେଶରେ ରହିବା ପରେ ନିଜ ଦେଶକୁ ଫେରିଛନ୍ତି । ଶତାଧିକ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (ବିଏନପି) ସମର୍ଥକ…

ସୋସିଆଲ ମିଡିଆ ବ୍ୟବହାର କରିବାକୁ ଯବାନଙ୍କୁ ଅନୁମତି ଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ୨୦୨୬ ନୂତନ ବର୍ଷ ଭାରତୀୟ ସେନା ପାଇଁ ଖୁସି ଖବର ନେଇ ଆସୁଛି। ସୁରକ୍ଷା କାରଣରୁ ସାମାଜିକ ଜଗତରୁ ଦୂରରେ ଥିବା ଦେଶସେବା କରୁଥିବା ସୈନିକମାନେ ଏବେ ସାମାଜିକ ରହିପାରିବେ। ପ୍ରତିରକ୍ଷା ମନ୍ତ୍ରଣାଳୟ ସେନା ସୈନିକମାନଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ…

ବିକ୍ରି ହେଲା ପାକିସ୍ତାନ ଅନ୍ତର୍ଜାତୀୟ ଏୟାରଲାଇନ୍ସ

ଇସଲାମାବାଦ : ପାକିସ୍ତାନର ସରକାରୀ ଏୟାରଲାଇନ୍ସ କମ୍ପାନୀ ପାକିସ୍ତାନ ଅନ୍ତର୍ଜାତୀୟ ଏୟାରଲାଇନ୍ସ(ପିଆଇଏ) ବିକ୍ରି ହୋଇଛି। ଆରିଫ୍ ହବିବ ଗ୍ରୁପ୍ ଏହାକୁ ୧୩୫ ଅରବ ପାକିସ୍ତାନୀ ମୁଦ୍ରା(୪୩୦୦ କୋଟି ଭାରତୀୟ ମୁଦ୍ରା)ରେ କ୍ରୟ କରିଛି। ଲଗାତାର କ୍ଷତି ସହିବା ପରେ ପାକିସ୍ତାନ ଏହାକୁ…

୩ ନୂଆ ଏୟାରଲାଇନ୍ସକୁ ମିଳିଲା ଅନୁମତି

ନୂଆଦିଲ୍ଲୀ : ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଶରେ ଚଳାଚଳ କରିବାକୁ ପ୍ରସ୍ତୁତ ହେଉଥିବା ୩ ଏୟାରଲାଇନ୍ସକୁ ଅନୁମତି ପ୍ରଦାନ କରିଛନ୍ତି। ଶଙ୍ଖ ଏୟାର, ଅଲ ହିନ୍ଦ ଏୟାର ଓ ଫ୍ଲାଇଏକ୍ସପ୍ରେସକୁ ମଞ୍ଜୁରୀ ମିଳିଛି। ଏହା ଦ୍ବାରା ଯାତ୍ରୀଙ୍କ ପାଖରେ ବିକଳ୍ପ…

କ୍ୟାଥଡ୍ରାଲ୍ ଚର୍ଚ୍ଚରେ ପହଞ୍ଚି ସମସ୍ତଙ୍କୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ସକାଳେ ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥଡ୍ରାଲ୍ ଚର୍ଚ୍ଚ ଅଫ୍ ଦି ରିଡେମ୍ପସନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ପହଞ୍ଚି ଖ୍ରୀଷ୍ଟିଆନ୍ ସମ୍ପ୍ରଦାୟର ପ୍ରାର୍ଥନା ସଭାରେ ଯୋଗ ଦେଇଛନ୍ତି । ଯାହାକୁ ମୋଦି ତାଙ୍କ Xରେ ପୋଷ୍ଟ…

ବାୟୁ ପ୍ରଦୂଷଣ: ଦିଲ୍ଲୀକୁ ପଛରେ ପକାଇଲା ଓଡିଶାର ୩ ସହର…

ଭୁବନେଶ୍ବର: ଭାରତର ରାଜଧାନୀ ଦିଲ୍ଲୀକୁ ବି ପଛରେ ପକାଇଦେଲା ଓଡ଼ିଶାର ବାୟୁ ପ୍ରଦୂଷଣ । ଓଡ଼ିଶାର କିଛି ସହରର ପ୍ରଦୂଷଣ ସ୍ତର ପୂର୍ବାହ୍ନ ୧୧ଟା ସୁଦ୍ଧା ଏତେ ମାତ୍ରାରେ ରହିଛି ଯେ, ଯାହା ଦିଲ୍ଲୀକୁ ବି ଟପିଯାଇଛି । ବାୟୁ ମାନ…

ଚଢ଼ିଗଲା ଟ୍ରାକ୍ଟର: ଶିଶୁ ମୃତ, ମାଆ ଗୁରୁତର

ଅନୁଗୋଳ: ମୃତ୍ୟୁ ଏମିତି ବି ଆସେ । ଟ୍ରାକ୍ଟର ଧକ୍କାରେ ଶିଶୁ ମୃତ, ମାଆ ଗୁରୁତର। ଅନୁଗୋଳ ଜିଲ୍ଲା କିଶୋର ନଗର ଥାନା କରମକଟା ଗାଁରେ ଅଘଟଣ। ଗାଁ ଦାଣ୍ଡର ଡ୍ରେନ କଡ଼ରେ ବସିଥିଲେ ମାଆ ଓ ପୁଅ । ଖରା ପାଉଥିବା…