ଆରମ୍ଭ ହେଲା ‘ଅଟଳ କ୍ୟାଣ୍ଟିନ୍’ ଯୋଜନା, ମାତ୍ର ୫ ଟଙ୍କାରେ ମିଳିବ ପେଟ ଫୁଲ୍ ଖାଦ୍ୟ

ନୂଆଦିଲ୍ଲୀ: ମାତ୍ର ୫ ଟଙ୍କାରେ ପେଟ ଫୁଲ୍ ଖାଇବା ପାଇବା କୁ ଚାହୁଁଛନ୍ତି କି? ତା ପୁଣି ବିଭିନ୍ନ ରକମର ସୁସ୍ବାଦୁ ଖାଦ୍ୟ । ତେବେ ଜାଣି ରଖନ୍ତୁ କେଉଁଠି କେଉଁଠି ଏହି ସୁବିଧା ଉପଲବ୍ଧ… ଦିଲ୍ଲୀ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ…

ଆଜିଠୁ ବର୍ଦ୍ଧିତ ରେଳଭଡା ଲାଗୁ କଲା ଭାରତୀୟ ରେଳବାଇ

ନୂଆଦିଲ୍ଲୀ: ବର୍ଦ୍ଧିତ ରେଳଭଡା ଲାଗୁକଲା ଭାରତୀୟ ରେଳବାଇ। ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା ବଢିବ ନାହିଁ। ସାଧାରଣ ବର୍ଗରେ ୧ ଓ ଏସି/ନନ୍‌ ଏସିରେ ୨ ପଇସା ବୃଦ୍ଧି କଲା ରେଲୱେ। ୨୧ ତାରିଖରେ ଭଡା ବୃଦ୍ଧି ନେଇ…

୨୦ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: କୁନି କୁନି ପ୍ରତିଭାବାନ ପିଲାଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର । ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ୧୮ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୨୦ ଜଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର ପ୍ରଦାନ କରିଛନ୍ତି…

କାନାଡାରେ ଭାରତୀୟ ଛାତ୍ରଙ୍କୁ ହତ୍ୟା

କାନାଡା: କାନାଡା ଟୋରଣ୍ଟୋ ସ୍କାରବୋରୋ ବିଶ୍ୱବିଦ୍ୟାଳୟରେ ଜଣେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି । ପୀଡ଼ିତ ଜଣଙ୍କ ହେଉଛନ୍ତି ୨୦ବର୍ଷୀୟ ଡକ୍ଟରେଟ୍ ଛାତ୍ର “ଶିବାଙ୍କ ଅବସ୍ଥି” । ପୁଲିସ ଘଟଣାରେ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ କରୁଛି…

ଜେଲରେ ଇମ୍ରାନ ଖାନଙ୍କ ପତ୍ନୀ ବୁଶରା ବିବିଙ୍କୁ ନିର୍ଯାତନା !

କରାଚି: ପାକିସ୍ତାନର ଆଦିଆଲା ଜେଲରେ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପତ୍ନୀ ବୁଶରା ବିବିଙ୍କୁ ଏକ ଛୋଟ ଝରକା ବିହୀନ କୋଠରୀରେ ରଖାଯାଇଛି । ଯାହା ଅତ୍ୟନ୍ତ ମଇଳା, ଅତ୍ୟଧିକ ଗରମ ଏବଂ କୀଟପତଙ୍ଗ ଏବଂ ମୂଷାଙ୍କ ପ୍ରର୍ଦୁଭାବରେ ପରିପୂର୍ଣ୍ଣ ବୋଲି ଜଣାପଡିଛି।…

ରାଜସ୍ଥାନରେ ମସଜିଦ ନିକଟରେ ହିଂସା, ଇଣ୍ଟରନେଟ୍ ବନ୍ଦ

ରାଜସ୍ଥାନ: ରାଜସ୍ଥାନର ଜୟପୁର ନିକଟରେ ଏକ ମସଜିଦ ନିକଟରେ ହିଂସା ଦେଖିବାକୁ ମିଳିଛି । ଜବରଦଖଲ ଉଚ୍ଛେଦ ସମୟରେ ପୁଲିସ ଉପରକୁ ପଥର ମାଡ଼ ହୋଇଛି । ଶାନ୍ତି ଫେରାଇବାକୁ ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ ବନ୍ଦ । ସୂଚନା ଅନୁଯାୟୀ ଜଯପୁର…

ନୂଆବର୍ଷ ପୂର୍ବରୁ ୮୫ତମ ସ୍ଥାନକୁ ଖସିଲା ଭାରତୀୟ ପାସପୋର୍ଟ

ନୂଆଦିଲ୍ଲୀ: ନୂଆବର୍ଷ ପୂର୍ବରୁ ଭାରତୀୟ ପାସପୋର୍ଟ ଏକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏବେ ଭାରତୀୟ ପାସପୋର୍ଟ ବିଶ୍ୱ ରାଙ୍କିଙ୍ଗରେ ୮୫ତମ ସ୍ଥାନକୁ ଖସିଯାଇଛି। ପୂର୍ବରୁ ଏହାର ସ୍ଥାନ ୮୦ ଥିଲା। ଭାରତ ସହିତ ଆମେରିକା ମଧ୍ୟ ଏକ  ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି।…

ଟାର୍ଗେଟ କିଲିଂ ବନ୍ଦ କରିବାକୁ ISISକୁ ଚେତାବନୀ ଦେଲେ ଟ୍ରମ୍ପ

ଆମେରିକା : ଆଇଏସଆଇଏସ ଆତଙ୍କବାଦୀ ଆଡା ଉପରେ ଆମେରିକାର ପ୍ରଚଣ୍ଡ ଆକ୍ରମଣ । ଉତ୍ତର ନାଇଜେରିଆରେ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରିଛି ଆମେରିକା । ସୂଚନା ଦେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଏହାକୁ ଅତି ଘାତକ ଆକ୍ରମଣ ବୋଲି ଟ୍ରମ୍ପ କହିଛନ୍ତି ।…

ଜାନୁୟାରୀ ୨୧ରେ ହେବ ଓଏସଏସଟିଇଟି-୨୦୨୫

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂ​‌ରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ। ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ…

ଦ୍ବାଦଶ ଥର ଦୋଷୀ ସାବ୍ୟସ୍ତ ହେଲେ ବିନୋଦ କୁମାର

ଭୁବନେଶ୍ବର: ଓଡ଼ିଶା ଗ୍ରାମ୍ୟ ଗୃହ ଉନ୍ନୟନ ନିଗମ(ଓଆରଏଚଡିସି)ର ପୂର୍ବତନ ପରିଚାଳନା ନିର୍ଦେଶକ ତଥା ଆଇଏଏସ ଅଧିକାରୀ ବିନୋଦ କୁମାର ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ମାମଲାରେ ସେ ଦ୍ବାଦଶ ଥର ପାଇଁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭିଜିଲାନ୍ସ କୋର୍ଟ ତାଙ୍କୁ…