ହାଇଦ୍ରାବାଦ ଥିଏଟର ଦଳାଚକଟା ମାମଲା: ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଜଣଙ୍କ ବିରୋଧରେ ଚାର୍ଜସିଟ୍‌

ହାଇଦ୍ରାବାଦ: ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ପୁଲିସ ଶନିବାର ଚାର୍ଜଶିଟ୍‌ ଦାଖଲ କରିଛି। କୋର୍ଟରେ ଦାଖଲ ହୋଇଥିବା ୧୦୦ ପୃଷ୍ଠାର ଚାର୍ଜଶିଟ୍‌ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାମ ରହିଛି। ମାମଲାର ୧୧ ନମ୍ବର ଅଭିଯୁକ୍ତ ହେଉଛନ୍ତି…

ମନରେଗା ଆଇନ ଉଚ୍ଛେଦକୁ ବିରୋଧ, ସାରା ଦେଶରେ ବିକ୍ଷୋଭ କରିବ କଂଗ୍ରେସ

ନୂଆଦିଲ୍ଲୀ: ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ । ଏନେଇ ସାରା ଦେଶରେ ବିକ୍ଷୋଭ କରିବ ଜାତୀୟ କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିକ୍ଷୋଭ କରାଯିବ । ଆଜି ଦିଲ୍ଲୀରେ ବସିଥିବା କାର୍ଯ୍ୟକାରିଣୀ କମିଟି…

ବାଂଲାଦେଶରେ ଗାୟକ ଜେମ୍ସଙ୍କ କନସର୍ଟରେ ଆକ୍ରମଣ, ୨୦ ଆହତ

ବାଂଲାଦେଶ: ଷ୍ଟେଜ୍ ଉପରେ ବର୍ଷିଲା ଇଟା ପଥର ।  ବାଂଲାଦେଶର ଏକ କନସର୍ଟ ଉପରେ ଆକ୍ରମଣ । ବନ୍ଦ ରହିଲା ଲୋକପ୍ରିୟ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ । ଢାକା ଠାରୁ ପ୍ରାୟ ୧୨୦ କିଲୋମିଟର ଦୂରରେ ଫରିଦପୁରରେ ଘଟିଛି ଘଟଣା…

ନାଇଜେରିଆରେ ISIS କ୍ୟାମ୍ପ ଧ୍ବଂସ, ବହୁ ଆତଙ୍କବାଦୀ ମୃତ

ନୂଆଦିଲ୍ଲୀ: ଆମେରିକା ଆକ୍ରମଣରେ ISIS ଆତଙ୍କବାଦୀଙ୍କ ନାଇଜେରିଆ ସଂଗଠନ ଧ୍ବଂସ  । ନାଇଜେରିଆର ସୋକୋଟୋ ପ୍ରଦେଶରେ ଥିବା ISIS କ୍ୟାମ୍ପ ଧ୍ବସଂ ହୋଇ ଯାଇଛି। ସୂଚନା ଦେଇଛି ଆମେରିକା ସେନା । ବହୁ ସଂଖ୍ୟାରେ ଆତଙ୍କବାଦୀ ନିହତ  ହୋଇଛନ୍ତି । ତେବେ ଏହାର…

ଆମେରିକାରେ ଭୀଷଣ ତୁଷରପାତ, ୧୮୦୦ରୁ ଅଧିକ ଫ୍ଲାଇଟ୍ ବାତିଲ

ନୂଆଦିଲ୍ଲୀ: ଆମେରିକାରେ ୧୮୦୦ରୁ ଅଧିକ ଫ୍ଲାଇଟ୍ କ୍ୟାନସଲ ।  ଭୀଷଣ ତୁଷରପାତ ଯୋଗୁ ବାତିଲ ହୋଇଛି ପ୍ରାୟ ୧୮୦୨ ଟି ବିମାନ ।  ଶୀତକାଳୀନ ଝଡ଼ ଡେଭିନ୍ ଯୋଗୁଁ ବିଭିନ୍ନ ବିମାନବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି ।  ଗତକାଲି ଅପରାହ୍ଣ ପ୍ରାୟ…

ନୂଆବର୍ଷ ପରଠାରୁ ଆହୁରି ବଢିବ ସୁନା ଦର !

ନୂଆଦିଲ୍ଲୀ: ଯଦି ଆପଣ ସୁନା କିଣିବାକୁ ଯାଉଛନ୍ତି । କିମ୍ବା ଏବେ ସୁନା କିଣୁ ନାହାଁନ୍ତି ଭାବୁଛନ୍ତି କିଛି ଦିନ ପରେ କମିଯିବ ଆଉ ପରେ କିଣିବେ ତେବେ ଏହି ଖବର ଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଆପଣଙ୍କର ଏପରି…

ବାଂଲାଦେଶରେ ଫସିଥିବା ହିନ୍ଦୁଙ୍କ ଜୀବନ ରକ୍ଷା କରିବାକୁ ଭାରତକୁ ନିବେଦନ

ନୂଆଦିଲ୍ଲୀ: ତାରିକ ରହମାନଙ୍କ ଫେରିବା ପରେ ବଢିଲା ବାଂଲାଦେଶୀ ହିନ୍ଦୁଙ୍କ ଭୟ ।ବାଂଲାଦେଶରେ ହିନ୍ଦୁଙ୍କ ଅବସ୍ଥା ଏପରି ହୋଇଯାଇଛି ମୁହଁ ଖୋଲିଲେ ମିଳୁଛି ମୃତ୍ୟୁ ଦଣ୍ଡ ।ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସ ଏବଂ ଅମୃତ ମଣ୍ଡଳଙ୍କୁ ନିର୍ମମ ଭାବେ ହତ୍ୟା…

ଭାରତକୁ ଡ଼ରି ସୀମାରେ ଆଣ୍ଟି –ଡ୍ରୋନ୍ ସିଷ୍ଟମ ଲଗାଇଲା ପାକିସ୍ତାନ

ନୂଆଦିଲ୍ଲୀ: ଭାରତର ଅପରେସନ ସିନ୍ଦୂରକୁ ଭୁଲି ପାରୁନି ପାକିସ୍ତାନ  । ନିଜ ଜୀବନ ବଞ୍ଚାଇବାକୁ କରିଲା ନୂଆ ପ୍ଲାନ । ଭାରତର ଘନ ଘନ ଆକ୍ରମଣକୁ ଦେଖି ଛାନିଆ । ଅପରେସନ ସିନ୍ଦୂର’ରେ ଭାରତ ନିଜର ଦମ ଦେଖାଇଥିଲା । ସଫା…

ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବାଲେଶ୍ଵର: ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଏକ ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ ହୋଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ମୃତ ଯୁବକ ଜଣକ ହେଲେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା…

୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ; ଆଜିର ଛାତ୍ରଛାତ୍ରୀ ବୈଜ୍ଞାନିକ ହୋଇ ଦେଶକୁ ଆତ୍ମନିର୍ଭର କରିବେ

କେନ୍ଦୁଝର: କେନ୍ଦୁଝରରେ ୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଗୋଟିଏ ସଭ୍ୟତାର ବିକାଶ ପଛରେ ସବୁଠାରୁ ବଡ ଭୂମିକା ବିଜ୍ଞାନ…