ହଟ୍ଟଗୋଳ ପରେ ଗୃହ ମୁଲତବୀ: ହରଦୀପ ପୁରୀଙ୍କ ନାଁରେ ସ୍ଲୋଗାନ
ନୂଆଦିଲ୍ଲୀ: ଶୁକ୍ରବାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟର ଶେଷ ଦିନ । ଆଜି ବି ଗୃହରେ ହଟ୍ଟଗୋଳ ଯୋଗୁଁ ଲୋକସଭାରେ ପ୍ରଶ୍ନକାଳ ବାଧାପ୍ରାପ୍ତ ହୋଇଥିଲା। ପାଞ୍ଚ ମିନିଟ୍ ଅଧିବେଶନ ସମୟରେ ବିରୋଧୀ ସାଂସଦମାନେ ହଟ୍ଟଗୋଳ କରିବା ସହ କେନ୍ଦ୍ରମନ୍ତ୍ରୀ ହରଦୀପ ପୁରୀଙ୍କ ଇସ୍ତଫା…
