ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ; ଲୋକେ ଭୟଭୀତ

ମୁନିଗୁଡ଼ା : ମୁନିଗୁଡା ବନଖଣ୍ଡ ଅନ୍ତର୍ଗତ ଜଗଦଲପୁର ପଞ୍ଚାୟତର ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ ଦେଖିବାକୁ ମିଳିଛି। ଗତକାଲି ରାତିରେ ଏକ ବାଛୁରୀକୁ ବାଘ ଖାଇଥିବା ସନ୍ଦେହ। ରାୟଗଡ଼ା ଜିଲ୍ଲା ଡିମିରିଗୁଡା ଗ୍ରାମ ନିକଟରେ ବାଘ ଆତଙ୍କ। ଗ୍ରାମ ନିକଟରେ…

କଟକରେ ଲେଜର ଲାଇଟ ବ୍ୟାନ କଲେ ହାଇକୋର୍ଟ

କଟକ : ଲେଜର ଲାଇଟ ଉପରେ ବ୍ୟାନ ଲଗାଇଲେ ହାଇକୋର୍ଟ । କଟକ ସହରରେ ହୋଇ ପାରିବ ନାହିଁ ଲେଜର ଲାଇଟ ବ୍ୟବହାର । ରାତି ୧୦ ଟା ପରେ ବିବାହ ରୋଷଣୀ ସଂପୂର୍ଣ୍ଣ ମନା । ରୋଷଣୀ ଆଦିରେ ଡିଜେ ବ୍ୟବହାର…

ଖରାଦିନ ନ ହେଉଣୁ ଜଳିଲାଣି ଜଙ୍ଗଲ

ବାଙ୍କି : ଖରାଦିନ ଆସିନି । ଏବେଠୁ ଜଳିଲାଣି ଜଙ୍ଗଲ । କଟକ ଜିଲ୍ଲା ବାଙ୍କୀ ବ୍ଲକ ଗୋପବନ୍ଧୁ ନଗରଠାରୁ ଖଏରପଙ୍ଗା ରାସ୍ତା କଡ଼ରେ ଥିବା ପଟାଶ ଜଙ୍ଗଲରେ ନିଆଁ ଲାଗିଛି । ହୁ ହୁ ହୋଇ ଜଳୁଛି ୪ ଏକରରୁ ଅଧିକ…

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର। ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା ଅଭିଯୋଗରେ…

୩ ମାସ ମଧ୍ୟରେ ରତ୍ନଭଣ୍ଡାର ଗଣତିମଣତି ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପାଇଁ ହାଇକୋର୍ଟଙ୍କ ୩ ମାସର ଡେଡ୍ ଲାଇନ । ୧୯୭୮ର ​ଗଣତି ମଣତି ସହିତ ବର୍ତ୍ତମାନର ଗଣତି ମଣତି ମେଳ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ସେହିପରି ରତ୍ନ ଭଣ୍ଡାର ଚାବି ହଜିବା…

ବ୍ଲକ୍ ଜିପରେ ତେଲ ପକାଇବା ନାଁରେ ସରକାରଙ୍କ ଟଙ୍କା ଲୁଟି ନେଲେ ବିଡିଓ !

ବାଙ୍କୀ: ସରକାରୀ ବାବୁ କରୁଛନ୍ତି ମହା ଘୋଟାଲା । ସରକାରୀ ଗାଡ଼ିରେ ତେଲ ପକାଇବା ବାହାନାରେ ନିଜ ବ୍ୟକ୍ତିଗତ ଗାଡ଼ିରେ ତେଲ ପକାଇବା ପାଇଁ ସରକାରଙ୍କ ଟଙ୍କା ହଡ଼ପ କରିଥିବା ଅଭିଯୋଗ । ଗ୍ରାମାଞ୍ଚଳରେ ନୂତନ ଭାବେ ଉନ୍ନୟନ ମୂଳକ କାର୍ଯ୍ୟ…

ପ୍ରକାଶ ପାଇଲା OTET ଫଳାଫଳ; ୧ ଲକ୍ଷ ୬ ହଜାର ୪୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

କଟକ : ପ୍ରକାଶ ପାଇଲା OTET ରେଜଲ୍ଟ । OTET-୨୦୨୫ ଫଳାଫଳ ପ୍ରକାଶ ପାଇଛି। ୧୭ ଡିସେମ୍ବରରେ ହୋଇଥିବା ପରୀକ୍ଷାର ରେଜଲ୍ଟ ବାହାରିଛି। ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଛନ୍ତି। ପେପର-୨ରେ ୧ ଲକ୍ଷ ୮ ହଜାର…

ଜମି କିଣାବିକାରେ ଆଉ ହେବନି ଠକେଇ, ପଟ୍ଟାରେ ଲାଗିବ କ୍ୟୁଆର କୋଡ

ଭୁବନେଶ୍ୱର : ଜମି କିଣାବିକାରେ ଆଉ ହୋଇପାରିବନି ଠକେଇ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆସିବ ଇଲୋକ୍ଟ୍ରୋନିକ୍ସ ଯୁକ୍ତ କ୍ୟୁଆର କୋଡ ପଟ୍ଟା ।  ପଟ୍ଟାରେ ଥିବା କ୍ୟୁଆର କୋଡକୁ ସ୍କାନ କଲେ ପଟ୍ଟାର ସମ୍ପୂର୍ଣ୍ଣ ଇତିହାସ ବାହାରିବ…

ମୋହନ-ନବୀନ ଗୀତକୁ ନେଇ କଲେଜରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଜଳେଶ୍ୱର : ମୋହନ-ନବୀନ ଗୀତକୁ ନେଇ ଗଣ୍ଡଗୋଳ । କଲେଜରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍ । ବାଲେଶ୍ବର ଜିଲ୍ଲା ଅମର୍ଦ୍ଦାରୋଡ଼ସ୍ଥିତ ସିଦ୍ଧେଶ୍ବର ମହାବିଦ୍ଯାଳୟରେ ଦେଖିବାକୁ ମିଳିଛି ଏପରି ଦୃଶ୍ୟ । ମହାବିଦ୍ଯାଳୟର ବାର୍ଷିକ ଉତ୍ସବ ସମାପନ ହେବା ପରେ ଅପରାହ୍ଣରେ ସାଂସ୍କୃତିକ…

କେନ୍ଦ୍ରୀୟ ଶ୍ରମ ଆଇନ ବିରୋଧରେ ୧୨ ଘଣ୍ଟିଆ ଭାରତ ବନ୍ଦ, ବିଭିନ୍ନ ସ୍ଥାନରେ ରାସ୍ତାରୋକ ଓ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର : କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ । ଦେଶର ୧୦ଟି ଶ୍ରମିକ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ଦେଶବ୍ୟାପୀ ଚକାଜାମ୍ । ୧୨ ଦଫା ଦାବିରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ।…