ମାଟ୍ରିକ ପରୀକ୍ଷା ପାଇଁ ନୋଡାଲ ସେଣ୍ଟରକୁ ପଠାଗଲା ପ୍ରଶ୍ନପତ୍ର
କଟକ : ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ନୋଡାଲ ସେଣ୍ଟରକୁ ପଠାଗଲା ପ୍ରଶ୍ନପତ୍ର । କଟକ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟ ଷ୍ଟ୍ରଙ୍ଗରୁମରୁ ପ୍ରଶ୍ନପତ୍ର ନୋଡାଲ୍ ସେଣ୍ଟରକୁ ପଠାଯାଇଛି । ପ୍ରଥମ ଦିନ ଦୂରଦୂରାନ୍ତରେ ଥିବା ୪ଟି ଜିଲ୍ଲାକୁ…
