2026

ପାକିସ୍ତାନରେ ଲାଗିଲା ନୂଆ କଟକଣା, ରାତି ୯ଟାରେ ବନ୍ଦ ହେବ ଦୋକାନ ଓ ବଜାର

ପାକିସ୍ତାନ: Pakistan Smart Lockdown ପାକିସ୍ତାନ ପେଟ୍ରୋଲ ଓ ଡିଜେଲ ସଂରକ୍ଷଣ କରିବାକୁ ଅନେକ ନିଷ୍ପତ୍ତି ଲାଗୁ କରିଛି । ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏବେ ସମସ୍ତ ଦୋକାନ, ବଜାର, କିରାଣା ଷ୍ଟୋର, ଗ୍ରୋସରୀ ଏବଂ ଜେନେରାଲ ଷ୍ଟୋର, ସପିଂ ମଲ୍…

ଓଆଇଆଇପିସିଆରଏ ସମୀକ୍ଷା: ଜଳାଶୟ ଉନ୍ନତି ସହ କୃଷି ଓ ମତ୍ସ୍ୟଚାଷକୁ ଗୁରୁତ୍ୱ

ଭୁବନେଶ୍ୱର: ଜଳସେଚନ ଭିତ୍ତିଭୂମିର ସୁଦୃଢ଼ୀକରଣ ସହ କୃଷି, ଉଦ୍ୟାନ କୃଷି ଓ ମତ୍ସ୍ୟଚାଷର ସମନ୍ୱିତ ବିକାଶ ନିମନ୍ତେ ଓଡ଼ିଶା ସମନ୍ୱିତ ଜଳସେଚନ ପ୍ରକଳ୍ପ ପାଇଁ ଜଳବାୟୁ ସହନଶୀଳ କୃଷି (ଓଆଇଆଇପିସିଆରଏ)ର ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ ଆଜି (ଶୁକ୍ରବାର) ଅନୁଷ୍ଠିତ ହୋଇଯାଇଛି। ଜଳ…

ସହକର୍ମୀ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଓ ଅତ୍ୟାଚାର ମାମଲାରେ OAS ଅଫିସର ଅରୁଣ ବିଶ୍ବାଳ ଗିରଫ

ଭୁବନେଶ୍ୱର : OAS Officer Arrested ଗିରଫ ହେଲେ OAS ଅଫିସର ଅରୁଣ ବିଶ୍ବାଳ। ସହକର୍ମୀ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଓ ଅତ୍ୟାଚାର ମାମଲାରେ ଗିରଫ। ପରିବହନ ବିଭାଗ ଅତିରିକ୍ତ ସଚିବ ଅରୁଣ ବିଶ୍ବାଳ ଗିରଫ କରିଛି ଭୁବନେଶ୍ବର ଖାରବେଳ…

କଟକ ଦୁର୍ଗାପୂଜା ପାଇଁ ଆଜିଠୁ ସିଙ୍ଗଲ୍ ୱିଣ୍ଡୋ ବ୍ୟବସ୍ଥା

କଟକ: ଚାଲିଛି ପାର୍ବଣ ଋତୁ। ସରିଲାଣି ଗଣେଶ ପୂଜା, ବିଶ୍ୱକର୍ମା ପୂଜା। ଆଗକୁ ଆସୁଛି ଦୁର୍ଗାପୂଜା। ଏଥିଲାଗି ଆଜିଠାରୁ ସିଙ୍ଗଲ୍‌ ୱିଣ୍ଡୋ ବ୍ୟବସ୍ଥା। କଟକ ବାରବାଟୀ ପ୍ୟାଲେସରେ ସକାଳ ୧୦ଟାରୁ ୫ଟା ପର୍ଯ୍ୟନ୍ତ ଆବେଦନ। ଶାରଦୀୟ ଦୁର୍ଗାପୂଜା–୨୦୨୬କୁ କଟକ ସହରରେ ଶାନ୍ତିପୂର୍ଣ୍ଣ,…

ସ୍ପାମ୍ କଲ୍‌ରେ ଲାଗିବ ଲଗାମ, ଟ୍ରାଇର ନୂଆ ନିୟମ, ୫ଟି ନମ୍ବର ଧରାପଡ଼ିଲେ କଟିପାରେ କନେକ୍ସନ୍

ନୂଆଦିଲ୍ଲୀ: ଫେକ୍ କଲ୍, ସ୍ପାମ୍ କଲ୍ ଓ ଅନିଚ୍ଛାକୃତ କମର୍ସିଆଲ୍ କଲ୍ରେ ଲାଗିବ ଲଗାମ। ଟେଲିକମ୍ ରେଗୁଲେଟରୀ ଅଥରିଟି ଅଫ୍ ଇଣ୍ଡିଆ (TRAI) ଏନେଇ ଶୁକ୍ରବାର ନୂଆ ନିୟମ ଲାଗୁ କରିଛି। ନୂଆ ବ୍ୟବସ୍ଥାରେ ରୋବୋକଲ୍, ଅଟୋମେଟେଡ୍ କଲ୍ ଏବଂ ଏଆଇ…

ସୁନ୍ଦରଗଡ଼ରେ ଥମୁନି ସ୍କ୍ରବ୍ ଟାଇଫସ୍‌ ସଂକ୍ରମଣ, ୮୭୧ ଜଣଙ୍କ ରିପୋର୍ଟ ପଜିଟିଭ୍

ସୁନ୍ଦରଗଡ: ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଛି ସ୍କ୍ରବ୍ ଟାଇଫସ୍। ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଜଣେ ପରେ ଜଣେ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୮୭୧ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ସୂଚନା ରହିଛି । ଏତେ ସଂଖ୍ୟକ ପଜିଟିଭ ଚିହ୍ନଟ ପରେ…

ଜାରିହେବ ଏସ୍‌ଓପି: ନିଜ ଜିଲ୍ଲାରେ ଅଡିଟ୍ କାର୍ଯ୍ୟ କରିପାରିବେ ନାହିଁ ଅଡିଟର୍

ଭୁବନେଶ୍ୱର/କଟକ: ଜିଲ୍ଲାର ବିଭିନ୍ନ ବିଭାଗର ଅଡିଟ୍‌ କାର୍ଯ୍ୟକୁ ଆହୁରି ସଶକ୍ତ ଓ ସ୍ବଚ୍ଛ କରିବାକୁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଅଡିଟ୍‌ ନେଇ ନୂତନ ମାନକ ସଂଚାଳନ ପ୍ରକ୍ରିୟା (ଏସ୍‌ଓପି) ପ୍ରସ୍ତୁତ କରାଯିବା ସହ ଅଡିଟରମାନେ ଏଣିକି ନିଜ ଜିଲ୍ଲାରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ମାମଲା: ସେପ୍ଟେମ୍ବର ୨୯କୁ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ ବିଜୁ ଜନତା ଦଳର କିଛି ବିଧାୟକଙ୍କ ଦ୍ୱାରା ହୋଇଥିବା ଚର୍ଚ୍ଚିତ କ୍ରସ୍‌ ଭୋଟିଂ ଏବଂ ଦଳୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନକୁ ନେଇ ଓଡ଼ିଶା ରାଜନୀତିରେ ପୁଣି ଥରେ ଝଡ଼ ସୃଷ୍ଟି ହୋଇଛି। ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ୱିପ୍‌ ଅମାନ୍ୟ…

UPIକୁ ନେଇ ନବୀନଙ୍କ ବୟାନ, ଛୋଟ ବ୍ୟବସାୟୀଙ୍କ ସ୍ୱାର୍ଥ ସୁରକ୍ଷିତ ରହିବା ଦରକାର

ଭୁବନେଶ୍ୱର : UPIକୁ ନେଇ ନବୀନଙ୍କ ବୟାନ । UPI ଚର୍ଚ୍ଚା ମଧ୍ୟରେ ମୁହଁ ଖୋଲିଲେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି, ସାଧାରଣ ଲୋକ ଓ ଛୋଟ ବ୍ୟବସାୟୀଙ୍କ ସ୍ୱାର୍ଥ ସୁରକ୍ଷିତ…

ଓଡ଼ିଆ ପୁଅ ଡ.ପ୍ରସନ୍ନ କୁମାର ଆଚାର୍ଯ୍ୟ ହେଲେ ଏନ୍‌ଏଲ୍‌ସି ଇଣ୍ଡିଆର ନୂଆ ଅଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶାର ବାସିନ୍ଦା ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ୧୭ ସେପ୍ଟେମ୍ବର ୨୦୨୬ରେ ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ୍ କାର୍ଯ୍ୟାଳୟରେ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ନୂତନ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ, ଡ. ଆଚାର୍ଯ୍ୟ…