ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିରୋଧୀ !

ନୂଆଦିଲ୍ଲୀ : ବିରୋଧୀ ଦଳ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ବିପକ୍ଷ ଦଳ ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି । ଲୋକସଭାରେ ଜାରି ରହିଛି ପ୍ରବଳ ହଟ୍ଟଗୋଳ । ବିରୋଧୀଙ୍କୁ ଗୃହରେ କହିବାକୁ ସୁଯୋଗ ମିଳୁନଥିବାର…

ନାଇଜେରିଆରେ ସଡକ ଦୁର୍ଘଟଣା, ୩୦ ମୃତ

ନାଇଜେରିଆ: ନାଇଜେରିଆରେ ଘଟିଛି ବଡ଼ ସଡକ ଦୁର୍ଘଟଣା । ଏହି ସଡକ ଦୁର୍ଘଟଣାରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ହୋଇଛି । ଅଧିକାରୀମାନେ କହିଛନ୍ତି ଯେ ଅସାବଧାନତା ଗାଡି ଚାଳନା ଯୋଗୁଁ ଯାତ୍ରୀ ଭର୍ତ୍ତି ଏକ ଟ୍ରକ ନିୟନ୍ତ୍ରଣ ବାହାରକୁ ଯାଇ…

ଜାପାନ ​​ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ଐତିହାସିକ ବିଜୟ, ଅଭିନନ୍ଦନ ଜଣାଇଲେ ମୋଦି

ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ରବିବାର ଏକ ଐତିହାସିକ ବିଜୟ ହାସଲ କରିଛନ୍ତି । ଭୋଟ୍ ଶେଷ ହେବାର ଦୁଇ ଘଣ୍ଟା ମଧ୍ୟରେ ତାକାଇଚିଙ୍କ ମେଣ୍ଟ ବହୁମତ ପାଇଁ ଆବଶ୍ୟକ ୨୩୩ ଆସନ ଅତିକ୍ରମ କରିଛି । ତାଙ୍କ ଲିବରଲ୍…

ପାର୍ଲାମେଣ୍ଟ ସହ ରାଜଧାନୀର ୯ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ପାର୍ଲାମେଣ୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆସନ୍ତା ୧୩ ତାରିଖରେ ବୋମାରେ ଉଡ଼ାଇବାକୁ ଧମକ । ଦିନ ୧ଟା ୧୧ ମିନିଟରେ ବିସ୍ଫୋରଣ କରିବାକୁ ଧମକ । ଦିଲ୍ଲୀର ବିଭିନ୍ନ ସ୍କୁଲକୁ କି ମିଳିଛି ବୋମାରେ ଉଡ଼ାଇବାକୁ ଧମକ…

ହାଇକୋର୍ଟରେ ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ

ଭୁବନେଶ୍ୱର: ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ ହୋଇଛି । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ କରିଥିଲେ ଆବେଦନ । ନିର୍ବାଚନୀ ମାମଲାର ଶୁଣାଣି ହେବ କହିଲେ…

ମଣ୍ତି ଅବ୍ୟବସ୍ଥା ନେଇ ୫ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ

ଆଠଗଡ: ଚଳିତବର୍ଷ ଆଠଗଡ ଉପଖଣ୍ଡରେ ଧାନ ମଣ୍ତିରେ ବ୍ୟାପକ ଅବ୍ୟବସ୍ଥା ହୋଇଥିବା ଦେଖାଦେଇଛି। ଗତ ମାସ ୩୦ ତାରିଖରେ କଟକର ଅତିରିକ୍ତ ଜିଲ୍ଲାପାଳ ଇପସିତା ପ୍ରିୟଦର୍ଶିନୀ ମିଶ୍ର ଆଠଗଡର କେତେକ ମଣ୍ତି ପରିଦର୍ଶନ କରିଥିଲେ। ଏଡିଏମଙ୍କ ପରିଦର୍ଶନ ବେଳେ କେତେକ ମଣ୍ଡିରେ…

ଫେବୃୟାରୀରେ କୃମିନାଶ ଅଭିଯାନ ଆରମ୍ଭ

ଭୁବନେଶ୍ୱର : ଶିଶୁ ପୁଷ୍ଟିସାରକୁ ସୁଦୃଢ଼, ରକ୍ତହୀନତା ନିରାକରଣ ଏବଂ କୃମି ସଂକ୍ରମଣକୁ ଅଟକାଇବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ୟୁନିସେଫ୍ ସହାୟତାରେ ଫେବୃଆରୀ ୧୦ରେ ଜାତୀୟ କୃମିନାଶକ ଦିବସ (NDD) ପାଳନ କରିବାକୁ ଯାଉଛି ।…

ଆଇସକ୍ରିମ ଖାଇ ୧୮ ଅସୁସ୍ଥ

ବାଙ୍କୀ : ଆଇସକ୍ରିମ ଖାଇବା ପରେ ୧୮ରୁ ଅଧିକ ପିଲା ଅସୁସ୍ଥ  ।  ବାଙ୍କୀର କିଆପଲା ପଞ୍ଚାୟତ କୁମୁସର ଗାଁରେ ଅଷ୍ଟପ୍ରହରୀ ଚାଲିଥିବା ବେଳେ ଆଇସକ୍ରିମ ଖାଇଥିଲେ ପିଲା । ଗାଁରେ ବୁଲା ବିକାଳୀଠାରୁ ଆଇସକ୍ରିମ ଖାଇଥିଲେ  ।  ଆଇସକ୍ରିମ ଖାଇବା ପରେ…

ଧାନ କିଣାରେ ଅବ୍ୟବସ୍ଥା, ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ନବୀନ

ଭୁବନେଶ୍ୱର : ଧାନ କିଣାରେ ଅବ୍ୟବସ୍ଥା । ବିଜେପି ସରକାରଙ୍କୁ ନବୀନଙ୍କ ତୀବ୍ର ସମାଲୋଚନା । ମଣ୍ଡିରେ ଚାଷୀ ହନ୍ତସନ୍ତ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଓଡ଼ିଶାରେ ଚାଲିଥିବା ଖରିଫ ଧାନ କିଣା ପ୍ରକ୍ରିୟାରେ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ୍ ପରୀକ୍ଷା: କାଲିଠୁ ଯିବ ପ୍ରଶ୍ନପତ୍ର

କଟକ: ଏଥର ରାଜ୍ୟର ୩୦୮୨ ସେଣ୍ଟରରେ ହେବ ମାଟ୍ରିକ୍ ପରୀକ୍ଷା। ମାଟ୍ରିକ ପରୀକ୍ଷା ପାଇଁ କାଲିଠୁ ଯିବ ପ୍ରଶ୍ନପତ୍ର, ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା। ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ୍…