ଲିବିୟା ପୂର୍ବତନ ଏକଛତ୍ରବାଦୀ କର୍ଣ୍ଣେଲ ମୁଅମ୍ମର ଗଦ୍ଦାଫିଙ୍କ ପୁଅ ସୈଫଙ୍କୁ ହତ୍ୟା
ନୂଆଦିଲ୍ଲୀ : ଲିବିୟା ପୂର୍ବତନ ଏକଛତ୍ରବାଦୀ କର୍ଣ୍ଣେଲ ମୁଅମ୍ମର ଗଦ୍ଦାଫିଙ୍କ ପୁଅ ସୈଫ ଅଲ-ଇସଲାମ ଗଦ୍ଦାଫିଙ୍କୁ ହତ୍ୟା । ସୈଫ ଅଲ୍ ଗଦ୍ଦାଫିଙ୍କୁ ତାଙ୍କ ଘରେ ପଶି ୪ ମୁଖା ପିନ୍ଧା ଦୁର୍ବୃତ୍ତ ହତ୍ୟା କରିଥିବା ସୂଚନା ମିଳିଛି । ୫୩ ବର୍ଷୀୟ…
