ପ୍ରଧାନମନ୍ତ୍ରୀଙ୍କ ନିଶା ମୁକ୍ତଯୁବ ଅଭିଯାନ ଆରମ୍ଭ, ସାମିଲ ହେବେ ୧ କୋଟିରୁ ଅଧିକ ଯୁବକ
ନୂଆଦିଲ୍ଲୀ: ଭାରତର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ମୋଦି ଆଜି ନିଶାମୁକ୍ତ ଯୁବ ଅଭିଯାନ ଆରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଶ୍ବର ୨୮ ହଜାରରୁ ଅଧିକ ସ୍ଥାନରୁ ୧କୋଟିରୁ ଅଧିକ ଯୁବକ ସାମିଲ ରହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପୂର୍ବରୁ ସାରା…