ଶ୍ରୀ ମନ୍ଦିର ପ୍ରଶାସନର ହସ୍ତକ୍ଷେପ ପରେ ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ
ଭୁବନେଶ୍ବର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଆପତ୍ତି ପରେ ପଞ୍ଜାବର ଫିରୋଜପୁରରେ ଆୟୋଜନ ହେବାକୁ ଥିବା ଅଦିନିଆ ରଥଯାତ୍ରାକୁ ସ୍ଥଗିତ ରଖାଯାଇଛି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ବୁଧବାର ଦିନ ଏହି ସୂଚନା ଦିଆଯାଇଛି। ସ୍ଥାନୀୟ ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ଏବଂ କମିଟି…
