ଓଡ଼ିଶା ଡିଜିପି ଚୟନ ମାମଲା: ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷ ରଖିଲେ ଆଡଭୋକେଟ୍ ଜେନେରାଲ୍, ପରବର୍ତ୍ତୀ ଶୁଣାଣି ୨୨ରେ
ଭୁବନେଶ୍ବର/ନୂଆଦିଲ୍ଲୀ: ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଚୟନ ଓ ନିଯୁକ୍ତିକୁ ନେଇ ମାମଲା ସୁପ୍ରିମକୋର୍ଟରେ ଥିବା ବେଳେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷ ରଖିଛନ୍ତି। ସେ ଦର୍ଶାଇଛନ୍ତି ଯେ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଚୟନ…