ବୈଧ ଡ୍ରାଇଭିଂ ଲାଇସେନ୍ସ ନଥିଲେ ଦାୟୀ ନୁହେଁ ବୀମା କମ୍ପାନୀ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ:ଦୁର୍ଘଟଣା କ୍ଷତିପୂରଣକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯଦି ଦୁର୍ଘଟଣା ସମୟରେ ଗାଡ଼ି ଚାଳକଙ୍କ ପାଖରେ ବୈଧ ଡ୍ରାଇଭିଂ ଲାଇସେନ୍ସ ନଥାଏ କିମ୍ବା ଲାଇସେନ୍ସର ନବୀକରଣ ହୋଇନଥାଏ,ତେବେ କ୍ଷତିପୂରଣ ଦେବା ପାଇଁ ବୀମା କମ୍ପାନୀକୁ ବାଧ୍ୟ କରାଯାଇପାରିବ ନାହିଁ…