ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍ର ବ୍ୟବହାର, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ । ନା ହେବ ଉତ୍ପାଦନ, ନା ହେବ ବିକ୍ରି । ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି…
