ପଡ଼ୋଶୀ ପାକିସ୍ତାନ, ନେପାଳ ଓ ଶ୍ରୀଲଙ୍କାରେ ଭାରତୀୟ ‘ଜେନ୍ ଜେଡ୍’ଙ୍କୁ ପ୍ରବଳ ପ୍ରଶଂସା
ନୂଆଦିଲ୍ଲୀ: ଭାରତର ଜେନ୍ ଜେଡ୍ ଆନ୍ଦୋଳନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କାରଣ ହୋଇଥିଲା। ଏହି ଆନ୍ଦୋଳନ କେବଳ ଦେଶର ଆକର୍ଷଣ ନୁହେଁ ବରଂ ସୀମା ଡେଇଁ ପଡ଼ୋଶୀ ପାକିସ୍ତାନ, ନେପାଳ ଓ ଶ୍ରୀଲଙ୍କାର ଯୁବପିଢ଼ିଙ୍କୁ ପ୍ରଭାବିତ କରିଛି। ଭାରତୀୟ…