ଅକ୍ଟୋବରରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ !
ଭୁବନେଶ୍ୱର : ଓଡ଼ିଶାରେ ସଂଗଠନକୁ ଅଧିକ ସକ୍ରିୟ କରିବା ସହ ଯୁବପିଢ଼ିକୁ ନିଜ ସହ ଯୋଡ଼ିବା ପାଇଁ ବଡ଼ ପ୍ରସ୍ତୁତି ଆରମ୍ଭ କରିଛି କଂଗ୍ରେସ । ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆସନ୍ତା ଅକ୍ଟୋବରରେ ଓଡ଼ିଶା ଆସିବାର ସମ୍ଭାବନା…
ଭୁବନେଶ୍ୱର : ଓଡ଼ିଶାରେ ସଂଗଠନକୁ ଅଧିକ ସକ୍ରିୟ କରିବା ସହ ଯୁବପିଢ଼ିକୁ ନିଜ ସହ ଯୋଡ଼ିବା ପାଇଁ ବଡ଼ ପ୍ରସ୍ତୁତି ଆରମ୍ଭ କରିଛି କଂଗ୍ରେସ । ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆସନ୍ତା ଅକ୍ଟୋବରରେ ଓଡ଼ିଶା ଆସିବାର ସମ୍ଭାବନା…
ଭୁବନେଶ୍ୱର : ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ । ଏବେ ଜେଲ୍ ରୁ ମୁକୁଳିବେନି ଦାରା ସିଂ। ମୁକ୍ତିକୁ ବିରୋଧ କଲା ସେଣ୍ଟେନ୍ସ ରିଭ୍ୟୁ ବୋର୍ଡ। ୧୯୯୯ର ବହୁଚର୍ଚ୍ଚିତ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ୍ ଷ୍ଟେନ୍ସ ଓ ତାଙ୍କ ଦୁଇ ନାବାଳକ…
ମହାକାଳପଡ଼ା: ମହିଳାଙ୍କୁ ଭିଡ଼ି ନେଲା ବଉଳା କୁମ୍ଭୀର । ଘର ଲିପିବା ପାଇଁ ନିକଟ ନଈକୂଳକୁ କାଦୁଅ ଆଣିବାକୁ ଯାଇଥିବା ବେଳେ ଅଘଟଣ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଖରିନାଶି ଗାଁରେ ଦେଖିବାକୁ ମିଳିଛି ଏହି ଘଟଣା । ମହିଳା…
କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ ଅଞ୍ଚଳରେ ପ୍ରବେଶ କରି ବ୍ୟାପକ ଫସଲ ନଷ୍ଟ କରୁଥିବାରୁ ସ୍ଥାନୀୟ ଚାଷୀ ଓ ଗ୍ରାମବାସୀଙ୍କ ମଧ୍ୟରେ…
ଭୁବନେଶ୍ୱର: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଆସିପାରେ ୩ଟି ବାତ୍ୟା! ଭାରତ ମହାସାଗରରେ ଆସିପାରେ ୩ଟି ଟ୍ରପିକାଲ ସାଇକ୍ଲୋନ୍। ଝଡ଼ର ତୀବ୍ରତା ଓ ଅବଧିକୁ ମାପୁଥିବା Power Dissipation Index-PDI ତଥ୍ୟ କୁ ଆଧାର କରି କିଛି ଏଭଳି ସଙ୍କେତ ଦେଇଛି ଇସ୍ରୋ।…
ଭୁବନେଶ୍ୱର: ୨୦୨୯ ସୁଦ୍ଧା ଏନ୍ଡ଼ିଏ ନେତୃତ୍ୱାଧୀନ ୨୧ ଟି ରାଜ୍ୟରେ ସମାନ ନାଗରିକ ସଂହିତା ବା ୟୁସିସି ଲାଗୁ ହେବା ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଛନ୍ତି। ଏହା ଘୋଷଣା ପରେ ଓଡ଼ିଶାରେ ଏହାକୁ ନେଇ ଚର୍ଚ୍ଚା ଜୋର…
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ଉଦ୍ଧାର କରାଯାଇଥିବା ପାଞ୍ଚଟି ଶିଶୁ ଓରାଙ୍ଗଉଟାନଙ୍କ ନସିକ ଚାପ ହ୍ରାସ ମାକରିବା ଉଦ୍ଦେଶ୍ୟରେ ସେମାନଙ୍କୁ ଏକ ଖୋଲା ଆକାଶ ତଳକୁ ସ୍ଥାନାନ୍ତର କରିବା ନେଇ ବିଚାରବିମର୍ଶ କରୁଛନ୍ତି। ଏହି ପ୍ରସ୍ତାବ ଉପରେ…
ସମ୍ବଲପୁର: ସୋମବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନରେ ଥିବା ଦେହେରିପାଲି ଅଞ୍ଚଳରେ ଗଣେଶ ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ। ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା। ଦେହେରିପାଲି ପୂଜା କମିଟି ଦ୍ୱାରା ଆୟୋଜିତ ଗଣେଶ…
ସମ୍ବଲପୁର: ନୂଆଖାଇ ପର୍ବ ପାଇଁ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସାହ ଓ ଉଦ୍ଦୀପନାରେ ମୁଖରିତ ହୋଇଉଠିଥିବା ବେଳେ ସମ୍ବଲପୁରସ୍ଥିତ ମା’ ସମଲେଶ୍ୱରୀଙ୍କ ନିକଟରେ ‘ନବାନ୍ନ’ ଲାଗି କରାଯାଇଛି। ଚଳିତ ଋତୁର ପ୍ରଥମ ନୂଆ ଚାଉଳରୁ ପ୍ରସ୍ତୁତ ଅନ୍ନକୁ ନବାନ୍ନ ରୂପେ ମାଙ୍କ…
ଭୁବନେଶ୍ୱର: ଦେଶର ଅନେକ ସ୍ଥାନରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖରେ ଉତ୍ତର-ପୂର୍ବ, ଉତ୍ତର ଭାରତ ଏବଂ ପୂର୍ବ ଭାରତର ଅନେକ ସ୍ଥାନରେ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। IMD…