ଲିଙ୍ଗରାଜ ମନ୍ଦିର ସଂସ୍କାର ପାଇଁ ଆସିବ ସ୍ୱତନ୍ତ୍ର ଆଇନ, ନୀତି କାନ୍ତିରେ ତ୍ରୁଟି ହେଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ସଂସ୍କାର ପାଇଁ ଆସିବ ସ୍ୱତନ୍ତ୍ର ଆଇନ । ଏ ନେଇ ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି କମିଟି ଅଧକ୍ଷ ଜଷ୍ଟିସ ଦୁର୍ଗା ପ୍ରସନ୍ନ ଚୌଧୁରୀ ।…
