ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡ
ବରଗଡ: ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରରେ ହୋଇଥିବା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଆଜି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ୩୭…
