ଆଜିଠାରୁ ‘ମାଘ ମେଳା, ସଙ୍ଗମ ସ୍ଥଳରେ ବୁଡ଼ ପକାଇବା ପାଇଁ ପ୍ରୟାଗରାଜରେ ଭକ୍ତଙ୍କ ଭିଡ଼,

ଉତ୍ତରପ୍ରଦେଶ : ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ଆଜିଠାରୁ ବିଶ୍ୱପ୍ରସିଦ୍ଧ ‘ମାଘ ମେଳା ୨୦୨୬’ ଆରମ୍ଭ ହୋଇଛି । ମାଘ ମେଳା ପୂର୍ବରୁ ସ୍ନାନ ପର୍ବ ପୌଷ ପୂର୍ଣ୍ଣିମାର ପର୍ବ ଗଙ୍ଗା, ଯମୁନା ଏବଂ ସରସ୍ବତୀ ନଦୀର ତ୍ରିବେଣୀରେ ଆସ୍ଥାର ବୁଡ଼…

ୟେମେନରେ ସାଉଦିଆରବର ଭୟଙ୍କର ଏୟାର ଷ୍ଟ୍ରାଇକ, ୨୦ ମୃତ

ୟେମେନ: ୟେମେନରେ ଭୟଙ୍କର ଏୟାର ଷ୍ଟ୍ରାଇକ ।  ସାଉଦିଆରବର ଆକ୍ରମଣରେ ୨୦ ମୃତ ।  ଦୁଇ ଦେଶ ମଧ୍ୟରେ ବଢ଼ିଲା ଯୁଦ୍ଧ ଆଶଙ୍କା ।  ୟେମେନରେସାଉଦି ଆରବ ନେତୃତ୍ୱାଧୀନ ମିଳିତ ବାହିନୀ ପକ୍ଷରୁ ବଡ଼ ଧରଣର ବିମାନ ଆକ୍ରମଣ କରାଯାଇଛି ।  ଏହି…

ଜାନୁଆରୀ ୮ ରୁ ଫେବୃଆରୀ ୨୫ ଯାଏ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ୱର : ଜାନୁଆରୀ ୮ ରୁ ଫେବୃଆରୀ ୨୫ ଯାଏ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବାକୁ ଚେତାବନୀ ଦେଲା କଂଗ୍ରେସ ।  ମନରେଗା ନା ବଦଳେଇବା ପ୍ରସଙ୍ଗ ଉପରେ କଂଗ୍ରେସ କରିବ ଆନ୍ଦୋଳନ। ୱାର୍ଡ ସ୍ତରରୁ ବିଧାନ ସଭା ଘେରାଉ କରିବ କଂଗ୍ରେସ । …

ବିଜାପୁର ମାଓ ସଙ୍ଗଠନର ଶୀର୍ଷ ନେତା ବାରସେ ଦେବୀଙ୍କ ସହ ଆତ୍ମସମର୍ପଣ କଲେ ୪୦ ମାଓବାଦୀ

ମାଲକାନଗିରି : ଆତ୍ମସମର୍ପଣ କଲେ ୪୦ ମାଓବାଦୀ ।  ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ମାଓ ସଙ୍ଗଠନର ଶୀର୍ଷ ନେତା ବାରସେ ଦେବୀଙ୍କ ସହ ୪୦ ଜଣ ତେଲେଙ୍ଗାନାରେ ଆତ୍ମସମର୍ପଣ କରିଛନ୍ତି । ମାଓବାଦୀଙ୍କ ସବୁଠାରୁ ଘାତକ ବାଟାଲିୟନ PLGA ନମ୍ବର…

ଶ୍ରୀମନ୍ଦିରରେ ଜୋତା, ତଦନ୍ତ ଦାବି କଲେ ସେବାୟତ

ପୁରୀ : ଶ୍ରୀମନ୍ଦିରରେ ଜୋତା ।  ଭିତର ଭଣ୍ଡ ଦ୍ୱାର ବା ଭୋଗ ମଣ୍ଡପ ଦ୍ୱାର ନିକଟକୁ କେହି ଜଣେ ଜୋତା ନେଇଥିଲେ ।  ସେଠାରେ ଜୋତା ଥିବା ଦେଖିବା ପରେ ଜଣେ ସେବାୟତ ମନ୍ଦିର ଭିତରୁ ହାତରେ ଧରି ବାହାରକୁ ଆଣିବା…

୭ଟି ନୂଆ ମ୍ୟୁନିସିପାଲିଟି ଓ ୨୮ ଏନଏସି ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର : ୭ଟି ନୂଆ ପୌରପାଳିକା ଓ ୨୮ ନୂଆ ଏନଏସି ପାଇଁ ବିଜ୍ଞପ୍ତି ଜାରି ।  ନୂଆ ଏନଏସି ପାଇଁ ସମସ୍ତ ବିଡ଼ିଓ ମାନଙ୍କୁ ପ୍ରଶାସନିକ ଅଧିକାରୀ ଭାବେ ଦାୟିତ୍ବ ହସ୍ତାନ୍ତର ହୋଇଛି। ସବୁ ଏନଏସିର ନୂତନ କାର୍ଯ୍ୟାଳୟ ପାଇଁ ୬କୋଟି,…

ଚିଲିକାର ହେବ ପୁନରୁଦ୍ଧାର, ଖୁବଶୀଘ୍ର ପ୍ରସ୍ତୁତ ହେବ ଡ଼ିପିଆର

ଚିଲିକା: ଚିଲିକା ହ୍ରଦର ହେବ ପୁନରୁଦ୍ଧାର । ଏନେଇ ଡ଼ିପିଆର ପ୍ରସ୍ତୁତ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଜୈବ ବିବିଧତା ଓ ପୁନର୍ବିନ୍ୟାସ ଉପରେ ଗୁରୁତ୍ୱ । ଚିଲିକା ହ୍ରଦକୁ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ…

ରେକର୍ଡ ଭାଙ୍ଗିଲା ଓଡ଼ିଶା: ତାଳଚେର ଓ ଅନୁଗୁଳ ସବୁଠୁ ଅଧିକ ପ୍ରଦୂଷିତ ସହର

ଭୁବନେଶ୍ବର: ପ୍ରଦୂଷଣରେ ରେକର୍ଡ ଭାଙ୍ଗିଲା ଓଡ଼ିଶା । ଲଗାତାର ଦୁଇ ଦିନ ହେଲା ଓଡ଼ିଶାର ତାଳଚେର ଓ ଅନୁଗୁଳ ସବୁଠୁ ଅଧିକ ପ୍ରଦୂଷିତ ସହର ପାଲଟିଛି । ଆଜି ସକାଳ ୮ଟା ସୁଦ୍ଧା ୩୦୦ରୁ ଅଧିକ ଏକ୍ୟୁଆଇ ସହ ବାୟୁର ମାନ ଅତି…

ସୁଯୋଗ ଅପେକ୍ଷାରେ ଯୁବ ନେତୃତ୍ୱ, ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ: ମୋକିମ

ଭୁବନେଶ୍ୱର: ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବରିଷ୍ଠ ରାଜନେତା ମହମ୍ମଦ ମୋକିମ । ସେ କହିଛନ୍ତି ରାଜ୍ୟରେ ଅନେକ ଯୁବ ନେତୃତ୍ୱଙ୍କୁ ଏକ ବଡ ସୁଯୋଗ ଆବଶ୍ୟକତା ରହିଛି, ସେଥିପାଇଁ ସିଏ…

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ ଉଦଘାଟିତ ହୋଇଛି। ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଛନ୍ତି।…