ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା ; ମତଦାନ ବେଳେ ବିଜେପି ପ୍ରାର୍ଥୀଙ୍କୁ ଟିଏମସି କର୍ମୀଙ୍କ ଆକ୍ରମଣ
କଲକତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ କୁମାରଗଞ୍ଜ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ସରକାରଙ୍କୁ ତୃଣମୂଳ କଂଗ୍ରେସ ସମର୍ଥକମାନେ ଆକ୍ରମଣ କରିଛନ୍ତି। ଯାହାର ଭିଡ଼ିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଅଭିଯୋଗ ଅନୁସାରେ ମତଦାନ କେନ୍ଦ୍ର ନିକଟରେ…
