ଖୋର୍ଦ୍ଧା ଜିଲ୍ଲାରେ ବଦଳିଲା ସ୍କୁଲ ସମୟ, ସକାଳ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ହେବ ପାଠପଢ଼ା
ଭୁବନେଶ୍ୱର : ଡହଳ ବିକଳ କଲାଣି ଖରା । ଅଧିକାଂଶ ଜିଲ୍ଲାରେ ତାପମାତ୍ରା 40 ଡିଗ୍ରୀ ଟପିଲାଣି । ଏହି ସମୟରେ ପିଲେ ସ୍କୁଲ ଆସିବା କଷ୍ଟକର ହୋଇପଡିଛି । ଆଜି ଭୁବନେଶ୍ୱରରେ ତାପମାତ୍ରା 42 ଡିଗ୍ରୀ ଛୁଇଁଛି । ଏହାକୁ…
