ନିକୋ ପାର୍କର ହେବ ନବକଳେବର, ୬୦୦କୋଟିର ଅର୍ଥ ମଞ୍ଜୁର

ଭୁବନେଶ୍ଵର: ଭୁବନେଶ୍ଵର ନିକୋ ପାର୍କର ହେବ ନବକଳେବର । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଭୁବନେଶ୍ବର ସ୍ଥିତ ନିକୋ ପାର୍କ ନେବ ନୂଆ ରୂପ । ରାଜଧାନୀ ବାସିନ୍ଦାଙ୍କ ଚାହିଦାକୁ ଲକ୍ଷ କରି ନିକୋ…

ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ବର: ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ବିରାଟ ମହିଳା ସମବେଶକୁ କରିବେ ସମ୍ବୋଧନ । ଓଡ଼ିଶା ଆସିବେ କଂଗ୍ରେସ ନେତ୍ରୀ ତଥା ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଆସନ୍ତା…

ଡାକ୍ତରଙ୍କ ଦାବିର ତର୍ଜମା ପାଇଁ ସଚିବସ୍ତରୀୟ କମିଟି କମିଟି ଗଠିତ

ଭୁବନେଶ୍ୱର: ଦୀର୍ଘ ଦିନ ହେବ ଓମ୍‌ସାର ଡାକ୍ତର ମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କ ଦାବି ତର୍ଜମା ପାଇଁ ସଚିବସ୍ତରୀୟ କମିଟି ଗଠନ ହୋଇଛି । ସଚିବସ୍ତରୀୟ କମିଟି ଗଠନ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି ।…

ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ରକୁ ଭରଚୁଆଲରେ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଇଗ୍ନୋ ଦକ୍ଷତା କେନ୍ଦ୍ରର ଉଦଘାଟିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟ ପକ୍ଷରୁ…

ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ ।  ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ରୁ  ।  ସୁନ୍ଦରଗଡ଼ ହେମଗିରି ଥାନା ଖୁଣ୍ଟିପାନି ଗାଁରେ ଅଭାବନୀୟ ଘଟଣା ।  ସାମାନ୍ୟ କଥା କଟାକଟିକୁ ନେଇ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ…

ରାଜ୍ୟବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ରେ ସେ ଟୁଇଟ୍‌…

କୋଟିଆରେ ଆନ୍ଧ୍ର ଅନୁପ୍ରବେଶ ରୋକିବାକୁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆ ପାଇଁ ତତପରତା ଦେଖାଇଛନ୍ତି ରାଜ୍ୟ ସରକାର । କୋଟିଆରେ ହେଉଥିବା ସମସ୍ତ ବିକାଶ କାର୍ଯ୍ୟର ତଦାରଖ କରିବାକୁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଓଡିଶା ସୀମାନ୍ତ କୋରାପୁଟ ଜିଲ୍ଲା କୋଟିଆକୁ ନିଜର…

ନୂଆବର୍ଷରେ କଟକରେ ବୋମା ମାଡ଼, ଗ୍ରାମବାସୀ ଆତଙ୍କିତ

କଟକ: କଟକ ବାଙ୍କି ଅଞ୍ଚଳର ତାଳବସ୍ତା ଗାଁରେ ଏକ ଘର ଉପରେ ବୋମା ମାଡ଼ ପରେ ଆତଙ୍କିତ ହୋଇପଡିଛନ୍ତି ଗ୍ରାମବାସୀ। କିଛି ଦୁର୍ବୃତ୍ତମାନେ ଚିନ୍ତାମଣି ବେହେରାଙ୍କ ଘର ଉପରେ ବୋମା ଫିଙ୍ଗି ପଳାଇ ଥିଲେ। ଘରର ସଦସ୍ୟ ମାନେ ଅଳ୍ପକେ ବର୍ତ୍ତି…

ଶତ୍ରୁଙ୍କ ଉପରେ ବର୍ଷିବ ‘ପ୍ରଳୟ’, ଛାନିଆ ଚୀନ୍-ପାକିସ୍ତାନ

ନୂଆଦିଲ୍ଲୀ/ଭୁବନେଶ୍ବର: : ଶତ୍ରୁଙ୍କ ଉପରେ ବର୍ଷିବ ‘ପ୍ରଳୟ’| ଛାନିଆ ଚୀନ୍ ଏବଂ ପାକିସ୍ତାନ| ଡିଆରଡିଓ ଓଡ଼ିଶାର ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରେ ଦୁଇଟି ପ୍ରଳୟ କ୍ଷେପଣାସ୍ତ୍ର ସଫଳତାର ସହ ଉତ୍ କ୍ଷେପଣ କରିଛି, ଯାହା ଶତ୍ରୁକୁ ଏକ ଦୃଢ଼ ବାର୍ତ୍ତା…

ଘନ କୁହୁଡି ପାଇଁ ବିମାନ ସେବା ପ୍ରଭାବିତ, ୫ ବିମାନର ଦିଗ ପରିବର୍ତ୍ତନ

ଭୁବନେଶ୍ୱର: ନୂଆ ବର୍ଷର ପ୍ରଥମ ଦିନରେ ଘନ କୁହୁଡ଼ିରେ ଘୋଡ଼ାଇ ହୋଇପଡିଥିଲା ରାଜଧାନୀ। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଆଉ ଏଥିପାଇଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିମାନବନ୍ଦର ଅଧିକାରୀଙ୍କ…