ରାହୁଲଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଏହାକୁ ହିନ୍ଦୁ ଧର୍ମର ଅପମାନ କହିଲା ବିଜେପି
ନୂଆଦିଲ୍ଲୀ: କଂଗ୍ରସେ ନେତା ରାହୁଲ ଗାନ୍ଧୀଙ୍କୁ କରାଯାଉଛି ଭଗବାନ ରାମଙ୍କ ସହ ତୁଳନା। ଯାହାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ମହାରାଷ୍ଟ୍ର କଂଗ୍ରେସ ନେତା ନାନା ପଟୋଲେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ…
