ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ରୁ । ସୁନ୍ଦରଗଡ଼ ହେମଗିରି ଥାନା ଖୁଣ୍ଟିପାନି ଗାଁରେ ଅଭାବନୀୟ ଘଟଣା । ସାମାନ୍ୟ କଥା କଟାକଟିକୁ ନେଇ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ…
ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ରୁ । ସୁନ୍ଦରଗଡ଼ ହେମଗିରି ଥାନା ଖୁଣ୍ଟିପାନି ଗାଁରେ ଅଭାବନୀୟ ଘଟଣା । ସାମାନ୍ୟ କଥା କଟାକଟିକୁ ନେଇ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ…
ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ରେ ସେ ଟୁଇଟ୍…
ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆ ପାଇଁ ତତପରତା ଦେଖାଇଛନ୍ତି ରାଜ୍ୟ ସରକାର । କୋଟିଆରେ ହେଉଥିବା ସମସ୍ତ ବିକାଶ କାର୍ଯ୍ୟର ତଦାରଖ କରିବାକୁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଓଡିଶା ସୀମାନ୍ତ କୋରାପୁଟ ଜିଲ୍ଲା କୋଟିଆକୁ ନିଜର…
କଟକ: କଟକ ବାଙ୍କି ଅଞ୍ଚଳର ତାଳବସ୍ତା ଗାଁରେ ଏକ ଘର ଉପରେ ବୋମା ମାଡ଼ ପରେ ଆତଙ୍କିତ ହୋଇପଡିଛନ୍ତି ଗ୍ରାମବାସୀ। କିଛି ଦୁର୍ବୃତ୍ତମାନେ ଚିନ୍ତାମଣି ବେହେରାଙ୍କ ଘର ଉପରେ ବୋମା ଫିଙ୍ଗି ପଳାଇ ଥିଲେ। ଘରର ସଦସ୍ୟ ମାନେ ଅଳ୍ପକେ ବର୍ତ୍ତି…
ନୂଆଦିଲ୍ଲୀ/ଭୁବନେଶ୍ବର: : ଶତ୍ରୁଙ୍କ ଉପରେ ବର୍ଷିବ ‘ପ୍ରଳୟ’| ଛାନିଆ ଚୀନ୍ ଏବଂ ପାକିସ୍ତାନ| ଡିଆରଡିଓ ଓଡ଼ିଶାର ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରେ ଦୁଇଟି ପ୍ରଳୟ କ୍ଷେପଣାସ୍ତ୍ର ସଫଳତାର ସହ ଉତ୍ କ୍ଷେପଣ କରିଛି, ଯାହା ଶତ୍ରୁକୁ ଏକ ଦୃଢ଼ ବାର୍ତ୍ତା…
ଭୁବନେଶ୍ୱର: ନୂଆ ବର୍ଷର ପ୍ରଥମ ଦିନରେ ଘନ କୁହୁଡ଼ିରେ ଘୋଡ଼ାଇ ହୋଇପଡିଥିଲା ରାଜଧାନୀ। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଆଉ ଏଥିପାଇଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିମାନବନ୍ଦର ଅଧିକାରୀଙ୍କ…
ପୁରୀ:ବିଦାୟ ନେଇଛି ବର୍ଷ ୨୦୨୫। ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ ୨୦୨୬(Happy New Year 2026) । ସବୁଠି ଇଂରାଜୀ ନବବର୍ଷକୁ ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ତେବେ ବର୍ଷର ପ୍ରଥମ ଦିନରେ…
ଭୁବନେଶ୍ବର: ଅରବିନ୍ଦ ପାଢୀଙ୍କ ପଦୋନ୍ନତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଛି । ପଦୋନ୍ନତି ପରେ ମଧ୍ୟ…