କାକବନ୍ଧ ହଷ୍ଟେଲ ଛାତ୍ରୀ ମୃତ୍ୟୁ ଘଟଣା: ପୋଲିସ-ଜନତା ମୁହାଁମୁହିଁ, ଆଇଆଇସିଙ୍କ ସମେତ ୨୦ ପୋଲିସ କର୍ମଚାରୀ
ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର କାକବନ୍ଧ ହଷ୍ଟେଲ ଛାତ୍ରୀ ମୃତ୍ୟୁ ଘଟଣାରେ ପୋଲିସ-ଜନତା ମୁହାଁମୁହିଁ । ପରିସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସର ଲାଠି ଚାଳନା। ବିକ୍ଷୋଭ କାରୀଙ୍କ ଢେଲା ମାଡରେ ରାସଗୋବିନ୍ଦପୁର ଆଇଆଇସିଙ୍କ ସମେତ ୨୦ ପୋଲିସ କର୍ମଚାରୀ ଆହତ…
