2026

ଖୁବଶୀଘ୍ର ବଜାରକୁ ଆସିବ ଓମଫେଡର ଆଇସକ୍ରିମ୍ ଓ ପାଣି; ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ପାଇଁ ଆସିବାକୁ ଯାଉଛି ଓମଫେଡ୍‌ର ନୂଆ ଉତ୍ପାଦ। ଓମଫେଡର ବଡ଼ ଧମାକା ବଜାରକୁ ଆସିବ ଓମଫେଡ ଆଇସକ୍ରିମ୍ । ଓମଫେଡ ଆଣିବ ନିଜସ୍ବ ଆଇସକ୍ରିମ । ଖୁବଶୀଘ୍ର ବଜାରକୁ ଆସିବ ଓମଫେଡ ଆଇସକ୍ରିମ । ବିଭିନ୍ନ ଫ୍ଲେଭରରେ ଆସିବ…

ଚାନ୍ଦିପୁରର ବିକଳ୍ପ ସାଜିବ ଜୁନପୁଟ: ପ୍ରତିରକ୍ଷା ମନ୍ତ୍ରଣାଳୟର ନୂଆ ପ୍ରକଳ୍ପକୁ ଗ୍ରୀନ ସିଗ୍ନାଲ

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ଘାଟି ଉପରେ ଦିନକୁ ଦିନ ଚାପ ବଢ଼ିବାରେ ଲାଗିଛି । ଏହି କାର୍ଯ୍ୟଭାରକୁ କମାଇବା ପାଇଁ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି । ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ତଥା…

୨୦୨୯ ସୁଦ୍ଧା ଏନ୍‌ଡିଏ ନେତୃତ୍ବାଧୀନ ୨୧ ରାଜ୍ୟରେ ୟୁସିସି ଲାଗୁ ହେବ: ଅମିତ୍‌ ଶାହ

ମୁମ୍ବାଇ: ୨୦୨୯ ଲୋକସଭା ନିର୍ବାଚନ ପୂର୍ବରୁ ଏନ୍‌ଡିଏ ନେତୃତ୍ବାଧୀନ ୨୧ ରାଜ୍ୟରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ ହେବ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରବିବାର ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରୁ ୩୦ ଦିନିଆ ‘ସେବା…

ଚିଲିର ନର୍ସିଂ ହୋମ୍‌ରେ ଅଗ୍ନିକାଣ୍ଡ, ୧୬ ବୃଦ୍ଧ ମୃତ

ସାଣ୍ଟିଆଗୋ: ଚିଲିର ଆରାଉକାନିଆ ଅଞ୍ଚଳର ପିତ୍ରୁଫ୍‌କେନ୍‌ ସହରରେ ଥିବା ଏକ ନର୍ସିଂ ହୋମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୬ ଜଣ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବାବେଳେ ଶନିବାର ସକାଳେ ନିଆଁକୁ ଆୟତ୍ତ କରାଯାଇଥିଲା। ଘଟଣାସ୍ଥଳ ରାଜଧାନୀ…

ସମାପ୍ତ ହେଲା ୧୮ତମ BRICS ସମ୍ମିଳନୀ, ଅଂଶଗ୍ରହଣ କରିଥିବା ସମସ୍ତ ଦେଶକୁ ଧନ୍ୟବାଦ ଜଣାଇଲେ ପିଏମ୍ ମୋଦି

ନୂଆଦିଲ୍ଲୀ : ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ ହୋଇଛି । ଭାରତ ଏହି ସମ୍ମିଳନୀର ଅଧ୍ୟକ୍ଷତା କରିଥିଲା । ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀରେ ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ…

ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ୨ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ସ୍ୱରୂପ ନଗର ଅଞ୍ଚଳରୁ ଏକ ଦୁଃଖଦ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ସେଠାରେ ଥିବା ଏକ ଗୋଦାମରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି…

ଜୟପୁରରେ ଜରୁରୀ ଅବତରଣ କଲା ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ : ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ବିମାନରେ ସମସ୍ୟା ଦେଖାଦେବା ପରେ ବିମାନକୁ ଜୟପୁର ଡାଇଭର୍ଟ କରାଯାଇଛି । ଇଂଜିନିରେ ଖରାପ ସୂଚନା ମିଳିବା ପରେ ବିମାନ ଦିଲ୍ଲୀ ଯିବା ପରିବର୍ତ୍ତେ ଜୟପୁର…

ଲଗାଣ ବର୍ଷାରେ ଭାଙ୍ଗିଲା ଗଣେଶ ମୂର୍ତ୍ତି, ଦବିଗଲେ ଅନେକ ଯୁବକ

ମୁମ୍ବାଇ : ପ୍ରବଳ ବର୍ଷାରେ ଭାଙ୍ଗିଗଲା ଗଣେଶ ମୂର୍ତ୍ତି । ମୁମ୍ବାଇ ନାଲାସୋପାରାରେ ବର୍ଷା ଯୋଗୁଁ ବଡ଼ ଗଣେଶ ମୂର୍ତ୍ତି ହଠାତ୍ ଭୁଶୁଡିପଡିଥିଲା । ଫଳରେ ୪ ଜଣ ଭକ୍ତ ଦବିଥିବା ଜଣାପଡିଛି । ସ୍ଥାନୀୟ ଲୋକ ତୁରନ୍ତ ଉଦ୍ଧାରକାର୍ଯ୍ୟରେ ଲାଗିପଡିଥିଲେ…

ୟୁକ୍ରେନ ଉପରକୁ ପୁଣି ଡ୍ରୋନ୍ ଆଟାକ୍ କଲା ରୁଷ, ୯ ମୃତ

ନୂଆଦିଲ୍ଲୀ : ରୁଷ ଓ ୟୁକ୍ରେନ ମଧ୍ୟରେ ତିକ୍ତତା କମିବାର ନାଁ ନେଉନାହିଁ । ରୁଷ ୟୁକ୍ରେନର ବିଭିନ୍ନ ଅଞ୍ଚଳରେ ବଡ଼ ଧରଣର ଆକ୍ରମଣ କରିଛି । ଏହି ଆକ୍ରମଣରେ ଅତିକମରେ ୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଲୋକ…

ଗ୍ବାଲିଅରରେ ସ୍କୁଲ ବସ୍ ଉପରକୁ ଆଖିବୁଜା ଗୁଳିମାଡ଼

ଗ୍ବାଲିଅର : ମଧ୍ୟପ୍ରଦେଶ ଗ୍ବାଲିଅରରେ ପିଲାଙ୍କ ବସ୍ ଉପରକୁ ଗୁଳିମାଡ଼ ହୋଇଥିବା ଜଣାପଡିଛି । ଘଟଣା ସମୟରେ ସ୍କୁଲ ବସରେ ୫୦ରୁ ଅଧିକ ଛାତ୍ରଛାତ୍ରୀ ରହିଥିଲେ । ସବୁଠାରୁ ଆଶ୍ବସ୍ତିକର କଥା ଯେ, କୌଣସି ପିଲାଙ୍କୁ ଆଘାତ ଲାଗିନାହିଁ । ଗୁଳିମାଡ଼…