୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌

ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ ଲଗାତାର ୯ମ ଥର ପାଇଁ ବଜେଟ୍‌ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ ତଥ୍ୟ ଅର୍ଥମନ୍ତ୍ରୀ ବିକଶିତ ଭାରତ ଲକ୍ଷ୍ୟ ନେଇ…

୨୦୨୬-୨୭ ପୂର୍ଣ୍ଣାଙ୍ଗ ବଜେଟରେ ଓଡିଶା ପାଇଁ ବଡ ଘୋଷଣା

ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟରେ ନିର୍ମଳା ଓଡ଼ିଶା ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ସମେତ ୫ଟି ରାଜ୍ୟରେ ବିରଳ ଖଣିଜ କରିଡର ନେଇ ଘୋଷଣା କରିଛନ୍ତି…

୧୬୭ ହିତାଧିକାରୀଙ୍କୁ ପକ୍କା ଘର ଦେବ ବିଏମ୍‌ସି

ଭୁବନେଶ୍ବର : ବିଏମ୍‌ସି ପକ୍ଷରୁ ୧୬୭ଜଣ ହିତାଧିକାରୀଙ୍କୁ ଲଟେରି ଜରିଆରେ ପକ୍କା ଘର ଆବଣ୍ଟନ କରାଯାଇଛି। ଚନ୍ଦ୍ରଶେଖରପୁର ବୁଦ୍ଧବିହାର ହାଉସିଂ ପ୍ରକଳ୍ପରେ ସାଲିଆସାହି, ସୁଭାଷ ବୋଷ ନଗର ବସ୍ତି, ମହାବୀର ବସ୍ତି, ମାଛ ମାର୍କେଟ ବସ୍ତି, ଜଗନ୍ନାଥବିହାର ଗୋପାଳ ବସ୍ତି, ସହିଦ ଲକ୍ଷ୍ମଣ…

ନାବାଳିକାଙ୍କୁ ଗଣଦୁଷ୍କର୍ମ, ଥାନାରେ ଏତଲା

ସୋର: ବାଲେଶ୍ବର ସୋରରେ ଲଜ୍ଜା । ଟିଉସନରୁ ଫେରିବା ସମୟରେ ନାବାଳିକାଙ୍କ ସହ ଗଣଦୁଷ୍କର୍ମ । ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ । ସୋର ଥାନା ଅଞ୍ଚଳରେ ଘଟିଛି ଘଟଣା । ଗତକାଲି ରାତିରେ ନାବାଳିକା ଜଣଙ୍କ ଟ୍ୟୁସନ୍ ସାରି ଫେରୁଥିବା…

୨୮ ଫେବୃଆରୀ ସୁଦ୍ଧା ପଞ୍ଜୀକରଣ ନକଲେ ସିଏମ୍ କିଷାନ ଯୋଜନାରୁ ବାଦ୍ ପଡ଼ିବେ ହିତାଧିକାରୀ

ଭୁବନେଶ୍ବର: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା । ସିଏମ୍ କିଷାନ ଯୋଜନାର ବାଧ୍ୟତାମୂଳକ ଆବଶ୍ୟକତା ଗୁଡ଼ିକ ପୂରଣ କରିନଥିବା ହିତାଧିକାରୀମାନଙ୍କ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କଲେ ରାଜ୍ୟ ସରକାର । ୨୮ ଫେବୃଆରୀ ମଧ୍ୟରେ ପଞ୍ଜୀକରଣ କରିନଥିବା…

ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ଏନକାଉଣ୍ଟର

କେନ୍ଦୁଝର: ବ୍ୟାଙ୍କ ଡକାୟତକୁ ଏନକାଉଣ୍ଟର। କେନ୍ଦୁଝର ଜିଲ୍ଲା ବଡ଼ବିଲରେ କୁଖ୍ୟାତ ଅପରାଧୀ ସିପୁ କୁମାରକୁ ଗୁଳି । ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଡକାୟତିରେ ସମ୍ପୃକ୍ତ ଥିବା ସିପୁ କୁମାରକୁ ଏନକାଉଣ୍ଟର ହୋଇଛି । ଟାଙ୍କୁରା ନିକଟ ଏକ ଜଙ୍ଗଲରେ ପ୍ରଥମେ ପୋଲିସ…

ମସ୍କୋ ଯିବେନି ଜେଲେନ୍‌ସ୍କି

କିଏଭ୍‌: ଯୁଦ୍ଧ ବିରତି ପ୍ରସଙ୍ଗରେ ଆଲୋଚନା କରିବାକୁ ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ତରଫରୁ ଯେଉଁ ଆମନ୍ତ୍ରଣ କରାଯାଇଥିଲା, ତାହାକୁ ୟୁକ୍ରେନ ରାଷ୍ଟ୍ରପତି ଭୋଲଡୋମିର ଜେଲେନ୍‌ସ୍କି ପ୍ରତ୍ୟାଖ୍ୟାନ କରିଥିବା ଜଣାପଡିଛି। ଗୁରୁବାର ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ ଜେଲେନ୍‌ସ୍କି କହିଛନ୍ତି ଯେ…

ମୋମୋ ଗୋଦାମ ଅଗ୍ନିକାଣ୍ଡ ଘଟଣାରେ ମମତା ସରକାରଙ୍କୁ କଡ଼ା ସମାଲୋଚନା କଲେ ଶାହ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଶାଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । କୋଲକତା ମୋମୋ ଗୋଦାମ ଅଗ୍ନିକାଣ୍ଡ ଘଟଣାରେ ମମତା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଶାହ । ଶାହ ଶନିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

ବେଲୁଚିସ୍ତାନର ୧୦ ସହର ଉପରେ କବଜା କଲା BLA, ୧୦ ପାକ୍ ଜବାନ ମୃତ

ବେଲୁଚିସ୍ତାନ: ବେଲୁଚିସ୍ତାନର ରାଜଧାନୀ କ୍ୱେଟାରେ ବେଲୁଚିସ୍ତାନ ଲିବରେସନ ଆର୍ମି (BLA) ଲଢ଼ୁଆମାନେ ଅନେକ ବଜାରକୁ ନିୟନ୍ତ୍ରଣ କରିଛନ୍ତି । ‘ଦି ବେଲୁଚିସ୍ତାନ ପୋଷ୍ଟ’, X ରେ ପୋଷ୍ଟ କରିଛି ଯେ BLA ଲଢ଼ୁଆମାନେ, ବଜାରଗୁଡ଼ିକୁ କବଜା କରୁଛନ୍ତି । ଏପର୍ଯ୍ୟନ୍ତ, ସେମାନେ ବେଲୁଚିସ୍ତାନର…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର

ମୁମ୍ବାଇ : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ହେଲେ ସୁନେତ୍ରା ପାୱାର । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା । ଅଜତି ପାୱାରଙ୍କ ବିମାନ ଦୁର୍ଘଟଣାରେ ଜୀବନ ଯିବା ପରେ ଏହି ପଦ ପାଇଁ…