2026

ହଳଦିଆ ରିଫାଇନାରୀ ପାଇପଲାଇନରେ ଅଗ୍ନିକାଣ୍ଡ:୧୫ ଶ୍ରମିକ ଆହତ

କୋଲକାତା: ବଙ୍ଗଳାର ପୂର୍ବ ମେଦିନୀପୁର ଜିଲ୍ଲାରେ ଥିବା ହଳଦିଆ ରିଫାଇନାରୀ (ହଳଦିଆ ପେଟ୍ରୋକେମିକାଲ୍ସ)ର ନାଫ୍ଥା ଯୋଗାଣ ପାଇପଲାଇନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ପ୍ରାୟ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ନିଆଁକୁ ନିୟନ୍ତ୍ରଣ କରିବା…

ଆକ୍ରମଣ ବନ୍ଦ ପାଇଁ ରାଜି ଆମେରିକା ଓ ଇରାନ

ୱାଶିଂଟନ: ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଉତ୍ତେଜନାମୂଳକ ଥିବା ବେଳେ ଇତିମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ପରସ୍ପର ଉପରେ ଆକ୍ରମଣ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଉଭୟ ପକ୍ଷଙ୍କ ମଧ୍ୟରେ ସହମତି ପରେ ମଧ୍ୟପ୍ରାଚ୍ୟରେ ଶାନ୍ତି ଫେରିବ ବୋଲି…

ସ୍କୁଲ ଭ୍ୟାନ୍ ଉପରେ ପଡ଼ିଲା ଗଛ, ଅନେକ ଛାତ୍ରଛାତ୍ରୀ ଆହତ

ମୁମ୍ବାଇ : ମୁମ୍ବାଇର ଚେମ୍ବୁରରେ ସ୍କୁଲ ବସ୍ ଉପରେ ହଠାତ୍ ପଡ଼ିଲା ଗଛ । ଦୁର୍ଘଟଣାରେ ୧୦ ଜଣ ପିଲା ଆହତ ହୋଇଥିବା ସୂଚନା ମିଳିଛି । ବସ୍ ଭିତରେ ଜଣେ ପିଲା ଫସିଥିଲା, ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇଛି ।…

ଧୀରଜ ସେଠ୍ ହେଲେ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ : ଜେନେରାଲ ଉପନ୍ଦ୍ରେ ଦ୍ବିବେଦୀଙ୍କ ସ୍ଥାନ ନେଲେ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ୍ । ଧୀରଜ ସେଠ୍ ସ୍ଥଳସେନା ମୁଖ୍ୟ । ରାଷ୍ଟ୍ରୀୟ ପ୍ରତିରକ୍ଷା ଏକାଡେମୀ ବା NDAର ପୂର୍ବତନ ସ୍ନାତକ ଜେନେରାଲ୍ ଧୀରଜ ସେଠ୍ ନୂଆ ସ୍ଥଳସେନା ମୁଖ୍ୟ…

ଟ୍ରଲରକୁ ଧକ୍କା ଦେଲା ବସ୍: ୪ ମୃତ, ୨୫ ଆହତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ମଥୁରା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟଣା ସାମ୍ନାକୁ ଆସିଛି । ଥାନା ରାୟା ଅଞ୍ଚଳରେ ଯମୁନା ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଦେଖିବାକୁ ମିଳିଛି । ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ ରୁ…

ଭାଣିଜୀକୁ ହତ୍ୟା ମାମଲାରେ ମାମୁଁକୁ ମୃତ୍ୟୁ ଦଣ୍ଡାଦେଶ

ବ୍ରହ୍ମପୁର : ଭାଣିଜୀକୁ ହତ୍ୟା ମାମଲାରେ ଦୋଷୀ ମାମୁକୁ ମୃତ୍ୟୁ ଦଣ୍ଡାଦେଶ । ୨୦୨୨ରେ ବ୍ରହ୍ମପୁରରେ ନାବାଳିକା ଭାଣିଜୀକୁ ହତ୍ୟା ମାମଲାରେ ଦୋଷୀ ମାମୁ ସିପ୍ରିନ ଦିଗାଲକୁ ମୃତ୍ୟୁ ଦଣ୍ଡାଦେଶ । ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଦୌରାଜଜ୍ ପକ୍ସୋ (ଆଡହକ) କୋର୍ଟ…

ଦିଲ୍ଲୀରେ ହାଇ-ପ୍ରୋଫାଇଲ୍ ବୈଠକ ! ଶାହ-କେଭି ଏକାନ୍ତ ଆଲୋଚନା

ଭୁବନେଶ୍ୱର : ଦିଲ୍ଲୀରେ ହାଇ-ପ୍ରୋଫାଇଲ୍ ବୈଠକ! । ଗତକାଲି ଦିଲ୍ଲୀ ଦରବାରରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟରେ ହୋଇଥିବା ଏକାନ୍ତ ଆଲୋଚନା ଏବେ ରାଜ୍ୟ ରାଜନୀତିରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି। କେନ୍ଦ୍ର…

ବାଣପୁରରେ ଭିଡ଼ ହିଂସା, ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ

ବାଲୁଗାଁ : ବାଣପୁରରେ ଭିଡ଼ ହିଂସା । ଯୁବକଙ୍କୁ ପିଟି ପିଟି ମାରିଥିବା ଅଭିଯୋଗ । ବାଣପୁର ଥାନାରେ ପରିବାର ପକ୍ଷରୁ ଲିଖିତ ଅଭିଯୋଗ । ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ । ଖୋର୍ଦ୍ଧା…

ଭିଜିଲାନ୍ସ ଜାଲରେ VIMSAR ବୁର୍ଲାର ଦୁଇ ଅଧିକାରୀ

କଟକ : ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିମସାର, ବୁର୍ଲାର ଦୁଇ ସରକାରୀ ବାବୁଙ୍କ ଏକାଧିକ ସ୍ଥାନରେ ଚଢ଼ଉ କରିଛି ଭିଜିଲାନ୍ସ । ସ୍ବମ୍ବଲପୁର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ଜାରି କରିଥିବା…

ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ, ପୂଜା ପାଉଛନ୍ତି ପଟି ଦିଅଁ

ପୁରୀ : ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ । ଆଜି ଠାରୁ ମହାପ୍ରଭୁଙ୍କ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି ।…