2026

ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା

ଭୁବନେଶ୍ୱର : SI ଆଶାୟୀଙ୍କ ପାଇଁ ବଡ଼ ଖବର । ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା । ସୂଚନା ଦେଲେ OUSSSC ଅଧ୍ୟକ୍ଷ ରଶ୍ମି ରଞ୍ଜନ ସ୍ୱାଇଁ । ପ୍ରଶ୍ନପତ୍ର ଲିକ୍ ପାଇଁ ବଞ୍ଚିତ…

ଖୁବଶୀଘ୍ର ପିଲାଙ୍କୁ ନୂଆ ବହି ଯୋଗାଇ ଦିଆଯିବ : ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏନ୍. ଥିରୁମାଲା ନାୟକ। ତ୍ରୁଟିର ଏବେ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଆନ୍ଦୋଳନ, କଳାବ୍ୟାଜ ପିନ୍ଧି କରୁଛନ୍ତି ରୋଗୀ ସେବା

ଭୁବନେଶ୍ବର: ଆଜିଠୁ ଡାକ୍ତରଙ୍କ ଆନ୍ଦୋଳନ । ଜାତୀୟ ଡାକ୍ତର ଦିବସରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର । ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ରୋଗୀ ସେବା ବନ୍ଦ । କଟକ ଏସିବି ମେଡିକାଲ କଲେଜରେ କଳା ବ୍ୟାଜ ପିନ୍ଧି କାର୍ଯ୍ୟକୁ ଓହ୍ଲାଇଛନ୍ତି ଜୁନିୟର ଡାକ୍ତର…

ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ସୁବର୍ଣ୍ଣପୁର : ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ ଅଭାବନୀୟ ଘଟଣା ଘଟିଛି। ଗୁରୁତର ଯୁବକ ହେଲେ ବେରିହାପଡାର ଜୟ ବାଗ । ତାଙ୍କ ଗୋଡ଼, ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି…

୩୦୦ ଫୁଟ ତଳକୁ ଖସିଲା କାର୍ : ଜଣେ ମୃତ, ४ ଆହତ

କୋରାପୁଟ : ତଳ ମିଟିଙ୍ଗ ପର୍ଯ୍ୟଟନ ସ୍ଥଳ ବୁଲିବା ହେଲା କାଳ । ତିନିଶହ ଫୁଟ ତକକୁ ଖସିଲା କାର ଜଣେ ମୃତ, ଚାରି ଆହତ । କୋରାପୁଟ ଜିଲ୍ଲା କାକିରିଗୁମା ଥାନା ଅନ୍ତର୍ଗତ ଲଛମଣି ଘାଟିରେ ତିନି ଶହ ଫୁଟ…

ବରଗଡ଼ରେ ୧,୭୫୦ କୋଟିର ମେଗା ଇଥାନଲ ପ୍ଲାଣ୍ଟ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ

ବରଗଡ଼: ପଶ୍ଚିମ ଓଡ଼ିଶାର ଶିଳ୍ପ ଏବଂ କୃଷି କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୪ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବରଗଡ଼ଠାରେ ପ୍ରତିଷ୍ଠିତ ୧,୭୫୦ କୋଟି ଟଙ୍କାର ଏକ ବିଶାଳ…

ଭୀମସାରର ୨ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ସମ୍ବଲପୁର: ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ବୁର୍ଲାର ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚ (VIMSAR)ର ଦୁଇ ଅଧିକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଏଷ୍ଟାବ୍ଲିସ୍ମେଣ୍ଟ୍ ଅଫିସର-କମ୍-ଅଫିସ୍ ସୁପରିଣ୍ଟେଣ୍ଡେଣ୍ଟ୍ ଧନୁର୍ଦ୍ଧର ବିଶ୍ୱାଳ ଏବଂ ଷ୍ଟିୱାର୍ଡ୍ ଅଶ୍ୱିନୀ…

୨୦୨୭ ଫେବ୍ରୁଆରୀରୁ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା, ଆଜିଠୁ ପ୍ରି ଟେଷ୍ଟ୍‌

ଭୁବନେଶ୍ୱର: ମେ’ ୧୫ ତାରିଖ ସୁଦ୍ଧା ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଜନଗଣନା। ଏପ୍ରିଲ ୧ ତାରିଖରୁ ଜନଗଣନା ପାଇଁ ସ୍ୱ-ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ତା ପରେ ମ୍ୟାପିଂ ସରିଛି। ୨୦୨୭ ଫେବ୍ରୁଆରୀରୁ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବାକୁ…

ଏଣିକି ଡ୍ରେନରେ ଲାଗିବ ସେନସର୍‌ : ବିଏମ୍‌ସି ବୈଠକରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ବର୍ଷା ଦିନ ଆସିଲେ ସହରର ସମସ୍ତ ଡ୍ରେନରେ ପାଣି ଭରିଯାଏ। ଏହାଛା ଡ୍ରେନରେ ପଙ୍କ ଭରିଗଲେ ମଧ୍ୟ ଡ୍ରେନ ପାଣି ଓଭର ପ୍ଲୋ ହୁଏ। ଏହାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ନୂଆ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି…

ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ : ୩୬ ମୃତ

କାବୁଲ:ପାକିସ୍ତାନ ଏବଂ ଆଫଗାନିସ୍ତାନ ସୀମାରେ ପୁନର୍ବାର ଉତ୍ତେଜନା ପ୍ରକାଶ ପାଇଛି। ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନ ସୀମାରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାକିସ୍ତାନ ତରଫରୁ ହୋଇଥିବା ବିମାନ ଆକ୍ରମଣରେ ୩୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…