ଆମ ବସ୍ ଚଳାଇବା ଲାଗି ତାଲିମ ନେବେ ୨୦ ମହିଳା
ଭୁବନେଶ୍ବର: ଆମ ବସ୍ ଚଳାଇବେ ମହିଳା । ଏହାସହ କେବଳ ମହିଳାଙ୍କ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍ । ସେଥିପାଇଁ ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ଟ୍ରେନିଂ ଦିଆଯିବ । ସେମାନେ ସବୁ ହେଭି ଭେଇକିଲ ଚଳାଇବା ପାଇଁ ଲାଇସେନ୍ସପ୍ରାପ୍ତ । …
ଭୁବନେଶ୍ବର: ଆମ ବସ୍ ଚଳାଇବେ ମହିଳା । ଏହାସହ କେବଳ ମହିଳାଙ୍କ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍ । ସେଥିପାଇଁ ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ଟ୍ରେନିଂ ଦିଆଯିବ । ସେମାନେ ସବୁ ହେଭି ଭେଇକିଲ ଚଳାଇବା ପାଇଁ ଲାଇସେନ୍ସପ୍ରାପ୍ତ । …
ଭୁବନେଶ୍ୱର : ରାଜଧାନୀରେ ଯୁବତୀକୁ ଦୁଷ୍କର୍ମ ଅଭିଯୋଗ। ପ୍ରେମ ପ୍ରତାରଣାରୁ ଯୁବତୀକୁ ଧୋକ୍କା ଦେଇ ଦୁଷ୍କର୍ମ ଅଭିଯୋଗ । ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ। ବ୍ରହ୍ମପୁରରୁ ଅଭିଯୁକ୍ତକୁ ଗିରଫ କଲା କମିଶନରେଟ୍ ପୋଲିସ୍। ଗିରଫ ଅଭିଯୁକ୍ତ ହେଲେ ବାପିନି ସାବତ।…
ଆନନ୍ଦପୁର: ମିଳୁନି ବାର୍ଦ୍ଧକ୍ୟ ଭତ୍ତା । ଚିନ୍ତାରେ ବୃଦ୍ଧବୃଦ୍ଧା । ଆନନ୍ଦପୁର ବ୍ଲକ ଅଧୀନ କୋଳିମାଟି ପଞ୍ଚାୟତର ଅନେକ ବ୍ୟୟଜ୍ୟେଷ୍ଠ ଦୀର୍ଘ ୩ ମାସ ହେବ ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇ ଦୁର୍ବିସହ ଜୀବନ ଜିଉଁଛନ୍ତି । କାହିଁକି ଭତ୍ତା ମିଳୁନି ପଚାରିଲେ…
ଭୁବନେଶ୍ୱର : ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ । ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି । ନୂଆ ୨୪ଟି ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ । ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା ଶେଷ…
ଭୁବନେଶ୍ବର: ମାର୍ଚ୍ଚରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ମାସଟେ ନପୂରୁଣୁ…
କାଲିମେଳା : ରାସ୍ତା କଡ଼ରେ ପଡ଼ିଛି ୨ଜଣ ଯୁବକଙ୍କ ମୃତଦେହ । ମୃତକଙ୍କ ପାଖରେ ପଡ଼ିଛି ବୁଲେଟ୍ । ମୃତ ଯୁବକ ହନ୍ତାଳ ସମୀର ଓ ଦୀପକ କୁମାର ଲିମା । ଏହେଉଛି ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ ଅଞ୍ଚଳର ଦୃଶ୍ୟ ।…
ସୋନପୁର: ଯୁବ କଂଗ୍ରେସ ନେତା ରାଜେଶ ମିଶ୍ରଙ୍କ ମୃତ୍ୟୁ । ବନ୍ଧୁକରୁ ନିଜେ ଗୁଳିକରି ରାଜେଶ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ସୋନପୁର ଭଗବତୀ ପ୍ଲଟ ସ୍ଥିତ ବାସଭବନରେ ଘଟିଛି ଅଭାବନୀୟ ଘଟଣା । ତେବେ କାହିଁକି ଓ କେଉଁ ପରିସ୍ଥିତିରେ…
ପୁରୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ…
ବ୍ରହ୍ମପୁର: ନିଜକୁ କ୍ରାଇମବ୍ରାଞ୍ଚ ଅଧିକାରୀ କହି ମହିଳାଙ୍କ ଠାରୁ ଲୁଟିଲା ଯୁବକ । ମହିଳାଙ୍କ ଠାରୁ ଆଉ ୧ ଲକ୍ଷ ୩୦ ହଜାର ଟଙ୍କା ଲୁଟିନେଲା ଯୁବକ । ସାଇବର ଥାନାରେ ଅଭିଯୋଗ ପରେ ବାଲେଶ୍ବରରୁ ଯୁବକ ଗିରଫ । ଗିରଫ…
ଭୁବନେଶ୍ବର: ଏଣିକି ମହିଳା ଚଲାଇବେ ‘ଆମ-ବସ୍’ । ଏନେଇ ‘ଆମ-ବସ୍’ ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି । ଏଣିକି ମହିଳା ଚଲାଇବେ ‘ଆମ-ବସ୍’ । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ‘ଆମ-ବସ୍’ ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି…