2026

ରାମ ମନ୍ଦିର ଦାନରାଶି ଚୋରି ମାମଲାରେ ତତ୍କାଳ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ଅଯୋଧ୍ୟା ରାମ ମନ୍ଦିର ଦାନରାଶି ଚୋରି ମାମଲାକୁ ନେଇ ସୁପ୍ରିମକୋର୍ଟ ବଡ଼ ରାୟ । ସୁପ୍ରିମକୋର୍ଟ ଏହି ମାମଲାରେ ତୁରନ୍ତ ଶୁଣାଣି କରିବାକୁ ମନା କରିଦେଇଛନ୍ତି । କୋର୍ଟ ଯାଚିକା ଦାୟର କରିଥିବା ବ୍ୟକ୍ତିଙ୍କୁ ପ୍ରଶ୍ନ ପଚାରିଥିଲେ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ସୂଚନା ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ।ସୂଚନା ଅନୁଯାୟୀ, ଜୁଲାଇ ୪ ତାରିଖରେ ଅମିତ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି…

ଚନ୍ଦ୍ରଭାଗାରେ ଦୁଇ ଭାଇଙ୍କୁ ସଂଘବଦ୍ଧ ଆକ୍ରମଣ

କୋଣାର୍କ: ପୁରୀ ଜିଲ୍ଲାର ଚନ୍ଦ୍ରଭାଗା ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଏକ ସଂଘବଦ୍ଧ ଆକ୍ରମଣ। ପ୍ରାୟ ୧୫ ଜଣ ଅଜଣା ଯୁବକଙ୍କ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଥିବା ବେଳେ କୋଣାର୍କ ପୋଲିସ ମାମଲା ରୁଜୁ କରି ଘଟଣାର…

ଛାତ୍ରଛାତ୍ରୀଙ୍କୁ ଦିଆଯିବ ସଂଶୋଧିତ ପୁସ୍ତକ : ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ସଂଶୋଧିତ ପୁସ୍ତକ ଦିଆଯିବା ନେଇ ସୋମବାର ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି, ସ୍କୁଲକୁ ଦିଆଯିବ ସଂଶୋଧିତ…

ଆସୁଛି ବଡ଼ ଲଘୁଚାପ, ଜୁଲାଇ ପ୍ରଥମ ସପ୍ତାହରୁ ପ୍ରବଳ ବର୍ଷିବ !

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବ ଚଳିତ ସିଜିନ୍ ର ପ୍ରଥମ ବଡ଼ ଲଘୁଚାପ । ଜୁଲାଇ ୨ ରୁ ବଢ଼ିବ ବର୍ଷାର ପ୍ରକୋପ । ମୌସୁମୀ ପ୍ରବାହକୁ ଆହୁରି ସକ୍ରିୟ କରିବା ପାଇଁ ପ୍ରକୃତି ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛି ।…

ବ୍ୟାଗରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଢେଙ୍କାନାଳ : ଢେଙ୍କାନାଳ, ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ରର ମୃତ ଦେହ ଠାବ। ଢେଙ୍କାନାଳ ସହର ରାମେଶ୍ୱରପୁର ଓଭରବ୍ରିଜ୍ ନିକଟରୁ ଏକ ଜରି ବ୍ୟାଗ୍ ଭିତରୁ ମିଳିଛି ମୃତ ଦେହ । କେହି ଜାଣିଶୁଣି ନବଜାତ ଶିଶୁପୁତ୍ରକୁ ଫିଙ୍ଗି ପଳାଇଥିବା ଅନୁମାନ…

ଗଜପତିଙ୍କୁ ଭେଟି ରଥ ଖଳା ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ସ୍ନାନବେଦୀରେ ଦର୍ଶନ କରିଛନ୍ତି। ଏହାବ୍ୟତୀତ ସ୍ନାନ ପୂର୍ଣ୍ଣିମାର ପବିତ୍ର ଅବସରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ମଧ୍ୟ କରିଛନ୍ତି। ସ୍ନାନ ମଣ୍ଡପରେ…

ମେଡିକାଲରେ ମହିଳା ସିକ୍ୟୁରିଟି ଗାର୍ଡଙ୍କୁ ଆକ୍ରମଣ

ଭଦ୍ରକ : ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମହିଳା ସିକ୍ୟୁରିଟି ଗାର୍ଡ କୁ ଆକ୍ରମଣ । ଏହି ଆକ୍ରମଣରେ ମହିଳା ସିକ୍ୟୁରିଟି ଗାର୍ଡ ଆହତ । ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା । ସୂଚନା ଅନୁଯାୟୀ ଭଦ୍ରକ ଜିଲ୍ଲା ମୁଖ୍ୟ…

ଜୁଲାଇ ୪ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ରିଚେକିଂ

ଭୁବନେଶ୍ୱର: ଜୁଲାଇ ୪ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ରିଚେକିଂ। ଯୁକ୍ତ ୨ ରିଚେକିଂ ଆବେଦନ ଅବଧି ବୃଦ୍ଧି କଲେ CHSE କର୍ତ୍ତୃପକ୍ଷ। ୩୦ ତାରିଖରେ ଶେଷ ହେଉଥିବା ସମୟ ଅବଧି ଜୁଲାଇ ୪କୁ ବଢ଼ିଲା। ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ…

ଚାଷୀଙ୍କୁ ସଠିକ ସମୟରେ ସାର ଉପଲବ୍ଧ କରାଇବାକୁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ଵର: ଏଣିକି ଚାଷୀମାନଙ୍କୁ ସଠିକ୍ ସମୟରେ ମିଳିବ ସାର । ସମବାୟ ସମିତିଗୁଡ଼ିକ ଦ୍ୱାରା ସାର ବଣ୍ଟନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ନେଲେ ବଡ ପଦକ୍ଷେପ । ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନା ମଞ୍ଜୁର କଲେ ରାଜ୍ୟ…