ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଶ୍ରୀମନ୍ଦିରରେ ହାଇ-ଟେକ୍ ନଜର ଓ ଡିଜିଟାଲ୍ ସର୍ଭେଲାନ୍ସ
ପୁରୀ : ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଜୁନ୍ ୨୯ରେ ଅନୁଷ୍ଠିତ ହେବାକୁ ଥିବା ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଚଳିତ ବର୍ଷ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରାୟ ୩ ରୁ…