ନବୀନଙ୍କୁ ଭେଟିଲେ ଅଖିଳେଶ ଯାବଦ
ଭୁବନେଶ୍ୱର : ଅଖିଳେଶ ଓ ନବୀନଙ୍କ ଭେଟଘାଟନେଇ ବଢିଲା ଚର୍ଚ୍ଚା l ଓଡିଶା ଗସ୍ତରେ ଥିବା ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଆଜି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି l ଏହି ଭେଟ ଘାଟକୁ ନେଇ…
ଭୁବନେଶ୍ୱର : ଅଖିଳେଶ ଓ ନବୀନଙ୍କ ଭେଟଘାଟନେଇ ବଢିଲା ଚର୍ଚ୍ଚା l ଓଡିଶା ଗସ୍ତରେ ଥିବା ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଆଜି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି l ଏହି ଭେଟ ଘାଟକୁ ନେଇ…
ଟିଟିଲାଗଡ : ଡିଜେ ସାଉଣ୍ଡ ଯୋଗୁ ଚାଲିଗଲା ଜୀବନ । ଡିଜେ ସାଉଣ୍ଡରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ଅଭିଯୋଗ । ମୃତଦେହ ରଖି ଖୁଣ୍ଟୁଣୀ-ନରସିଂହପୁର ୬୫ ନମ୍ୱର୍ ରାଜ୍ୟ ରାଜପଥରେ ରାସ୍ତା ଅବରୋଧ କଲେ ଗ୍ରାମବାସୀ । ଗତକାଲି ରାତିରେ ତିଗିରିଆ…
ବଲାଙ୍ଗୀର: ଭାଇ ହେଲା ଭଗାରୀ । ସୁପାରୀ ଦେଇ ସାନଭାଇକୁ ହତ୍ୟା କଲା ବଡ଼ ଭାଇ । ଗତ ୨ ତାରିଖରେ ବଲାଙ୍ଗୀର ଜିଲ୍ଲା ତୁଷୁରା ତେଲନଦୀ ବ୍ରିଜ ତଳୁ ସାନଭାଇ ନାଟରାଜ ଥନାପତିଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ନାଟରାଜଙ୍କ ବଡଭାଇ…
ଭୁବନେଶ୍ବର: ଦିନରେ ଦୋକାନୀ, ରାତିରେ ଡକାୟତି । ରେଳ ଷ୍ଟେସନ ପାଖରୁ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି । ଅଭିଯୁକ୍ତମାନେ ରେଳ ଯାତ୍ରୀଙ୍କୁ ଟାର୍ଗେଟ କରୁଥିଲେ । ସୁବିଧା ଓ ମୌକା ଦେଖି ଲୁଟପାଟ କରୁଥିଲେ । ଏଭଳି ଡକାୟତି କରୁଥିବା…
ଭୁବନେଶ୍ବର: ଅଧ୍ୟାପକମାନଙ୍କୁ ସରକାରଙ୍କ ଚେତାବନୀ । କାର୍ଯ୍ୟରେ ଅବହେଳା କଲେ ଚାକିରିରୁ ବିଦା ହେବେ । ଅପାରଗ ଅଧ୍ୟାପକଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର । ରାଜ୍ୟର ଉଚ୍ଚଶିକ୍ଷା କ୍ଷେତ୍ରରେ ବଡ଼ ଧରଣର ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ଏକ କଠୋର ପଦକ୍ଷେପ…
ଭୁବନେଶ୍ବର: ପଶ୍ଚିମା ଝଡ଼ର ପ୍ରଭାବ । ବଢ଼ିବ ରାତି ତାପମାତ୍ରା, କମିବ ଶୀତ । ଦୁଇ ଦିନ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବଢ଼ିବ । ୧୯ ତାରିଖରେ ପୁଣି ପଶ୍ଚିମା ଝଡ଼ ସକ୍ରିୟ ହେବ । …
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ଘଟି ଦୁଇ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରେ ଟପ୍ ମାଓନେତା ପାପା ରାଓ ଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏବେ…
ନୂଆଦିଲ୍ଲୀ : ଯାତ୍ରୀଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ ଦେବ କ୍ଷତିପୂରଣ । ଇଣ୍ଡିଗୋକୁ ନିର୍ଦ୍ଦେଶ ଦେଇଛି ଡିଜିସିଏ । ଡିସେମ୍ବର ୨୦୨୫ ପ୍ରାରମ୍ଭରେ ଇଣ୍ଡିଗୋ ଏୟାରଲାଇନ୍ସ କିଛି ପରିଚାଳନାଗତ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଅନେକ ଉଡ଼ାଣ ବାତିଲ ହୋଇଥିଲା ଏବଂ ଅନେକ ଘଣ୍ଟା…
ତେହେରାନ: ଇରାନର ଚାଲିଥିବା ଜନସାଧାରଣଙ୍କ ବିକ୍ଷୋଭ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଥିବାବେଳେ ସ୍ଥିତି ସରକାରଙ୍କ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ବିକ୍ଷୋଭକାରୀଙ୍କୁ ଦମନ କରିବାକୁ ଇରାନ ସରକାର ସେନାକୁ ନିୟୋଜିତ କରିଛନ୍ତି। ସେନା କାର୍ଯ୍ୟାନୁଷ୍ଠାନରେ ତିନି ହଜାରରୁ ଅଧିକ ଲୋକ ପ୍ରାଣ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ନୂଆଦିଲ୍ଲୀର ସମ୍ବିଧାନ ସଦନର କେନ୍ଦ୍ରୀୟ ହଲରେ ଆୟୋଜିତ ରାଷ୍ଟ୍ରମଣ୍ଡଳ ବାଚସ୍ପତି ଏବଂ ପୀଠାସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀ (ସିଏସପିଓସି)କୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏକ ସଂସଦୀୟ ଗଣତନ୍ତ୍ରରେ…