2026

କଲମ୍ବିଆ ମିଲିଟାରୀ ପ୍ଲେନ କ୍ରାସ: ଚାଲିଗଲା ୬୬ ଜୀମନ, ୬୦ରୁ ଉର୍ଦ୍ଧ୍ବ ଆହତ

ନୂଆଦିଲ୍ଲୀ: କଲମ୍ବିଆ ମିଲିଟାରୀ ପ୍ଲେନ କ୍ରାସ । ୬୬ ମୃତ । ଦକ୍ଷିଣ କଲମ୍ବିଆ ସୀମା ପେରୁ ନିକଟରେ ବିମାନ କ୍ରାସ । ୧୨୫ ଜଣଙ୍କୁ ନେଇ କଲମ୍ବିଆର ପୁଏର୍ଟୋ ଲେଗୁଇଜାମୋ ବିମାନ ବନ୍ଦରରୁ ଉଡ଼ାଣ ଭରିବାର କିଛି ସମୟ ପରେ…

ଦେଶରେ ପ୍ରଥମ ଇଚ୍ଛାମୃତ୍ୟୁ, ଦିଲ୍ଲୀ ଏମ୍ସରେ ଶେଷ ନିଶ୍ବାସ ତ୍ୟାଗ କଲେ ହରିଶ ରାଣା

ଗାଜିଆବାଦ: ଦିଲ୍ଲୀ ଏମ୍ସରେ ଶେଷ ନିଶ୍ବାସ ତ୍ୟାଗ କଲେ ହରିଶ ରାଣା । ସୁପ୍ରିମକୋର୍ଟରୁ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମିଳିବା ପରେ, ତାଙ୍କର ଶେଷ ଯାତ୍ରା ଲାଗି ଦିଲ୍ଲୀ ଏମ୍ସରେ ଚାଲିଥିଲା ପ୍ରସ୍ତୁତି । ଆଉ ଆଜି ସବୁଦିନ ପାଇଁ ଦୁନିଆ…

ଆସନ୍ତାକାଲି ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି, ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ

ପୁରୀ : ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ହେବ । ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ । ଫଳରେ ଏଥିରେ ରହିବ ସ୍ୱଚ୍ଛତା । ମହାପ୍ରଭୁଙ୍କ…

କାରଖାନା ସ୍ଥାପନ ପାଇଁ ଚଞ୍ଚକତା ! ଇଡକୋ ମାଧ୍ୟମରେ ଜମି ଅଧିଗ୍ରହଣକୁ ବିରୋଧ

ବଣାଇଁ : ସୁନ୍ଦରଗଡ ଜିଲ୍ଲା ବଣାଇଁ କନ୍ତସରା ଗ୍ରାମରେ ଏକ କାରଖାନା ସ୍ଥାପନ ପାଇଁ ଶିଳ୍ପପତିଙ୍କ ଚଞ୍ଚକତା ପୂର୍ବକ ଗୋଚର ଓ ଶ୍ମଶାନ ଜମି ପ୍ରଶାସନର ମାଧ୍ୟମରେ ହଡପ ଉଦ୍ୟମକୁ ବିରୋଧ କରାଯାଇଛି । ଏହାକୁ ବିରୋଧ କରି ଆଖପାଖର ପାଞ୍ଚରୁ…

ଚଳିତ ବର୍ଷ ବଢ଼ିବନି ବିଦ୍ୟୁତ ବିଲ୍, ହ୍ରାସ ହେଲା ଟ୍ରାନ୍ସମିସନ୍ ଚାର୍ଜ

ଭୁବନେଶ୍ୱର : ଚଳିତ ବର୍ଷ ବଢ଼ିବନି ବିଦ୍ୟୁତ ବିଲ୍ । ​ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ୨୦୨୬-୨୭ ବର୍ଷ ପାଇଁ ନୂଆ ବିଦ୍ୟୁତ ଦର ଘୋଷଣା କରିଛନ୍ତି । ଲଗାତାର ପଞ୍ଚମ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଛି ।…

ଶୁକ୍ରୁ ସହ ଆତ୍ମସମର୍ପଣ କଲେ ଆଉ ୫ ମାଓବାଦୀ

ଭୁବନେଶ୍ବର: ଆତ୍ମସମର୍ପଣ କଲା ମାଓନେତା ଶୁକ୍ରୁ । ମୋଷ୍ଟ ୱାଣ୍ଟେଡ ମାଓ ନେତା ଶୁକ୍ରୁର ଆତ୍ମସମର୍ପଣ । ଆଣ୍ଟି ନକ୍ସଲ ଅପରେସନ୍ ଏଡିଜି ସଞ୍ଜୀବ ପଣ୍ଡାଙ୍କ ସୂଚନା । ଶୁକ୍ରୁ ସହ ଆଉ ୫ ମାଓବାଦୀ କଲେ ଆତ୍ମସମର୍ପଣ । ରାଜ୍ୟ…

ବିଧାନସଭାରେ ଏସସିବି ତାତି : ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ହଟ୍ଟଗୋଳ, ଗୃହ ମୁଲତବି

ଭୁବନେଶ୍ୱର : ବିଧାନସଭାରେ ଥମୁନି ଏସସିବି ତାତି । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ଚାଲିପାରିନଥିଲା ପ୍ରଶ୍ନକାଳ । ଆଜି ବିଧାନସଭା ଆରମ୍ଭ ହେବା ପରେ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରବଳ…

ଭୁଲ ଇଞ୍ଜେକ୍ସନ ପାଇଁ ଚାଲିଗଲା ଶିଶୁର ଜୀବନ ! କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର : ଶିଶୁ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା । ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ ହୋଇଛି । ଖୋର୍ଦ୍ଧା ଚାନ୍ଦପୁରରୁ ଆସିଥିବା ପରିବାରର ହଙ୍ଗାମା । ସାଇକେଲ ଧକ୍କାରେ ଆହତ ହୋଇ ଆସିଥିବା ଶିଶୁର ମୃତ୍ୟୁ…

ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ଥାନାରେ ମାଡ଼ପିଟ୍

ଭୁବନେଶ୍ୱର : ଥାନା ପାଲଟିଲା ରଣକ୍ଷେତ୍ର । ପୋଲିସ ଉପସ୍ଥିତିରେ ମାରପିଟ୍ । ଥାନା ପରିସରରେ ପଡିଲା ରକ୍ତ ଛିଟା । ଭୁବନେଶ୍ବର ଚନ୍ଦକା ଥାନା ପରିସରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନାନୁଯାୟୀ ପୀତବାସ ପାଲଟାସିଂଙ୍କ ଦୁଇ ପତ୍ନୀ…

ବାଇକକୁ ଧକ୍କା ଦେଲା ଟ୍ରକ, ଦମ୍ପତି ମୃତ

ଜଗତସିଂହପୁର: ବାଇକକୁ ଧକ୍କା ଦେଲା ଟ୍ରକ । ଚାଲିଗଲା ଦମ୍ପତିଙ୍କ ଜୀବନ । ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଫକୀରପଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍ବାମୀ-ସ୍ତ୍ରୀ ବାଇକରେ ଯାଉଥିବାବେଳେ ଦ୍ରୁତ ଗତିରେ ଆସି ଏକ ଟ୍ରକ ଧକ୍କା ଦେଇଥିଲା…