2026

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ : ୧୫ ଦାମୀ ପ୍ଲଟ , ୨ଟି ବହୁତଳ କୋଠା ସହ ନଗଦ ୩ ଲକ୍ଷ ଟଙ୍କା ଠାବ

ସମ୍ବଲପୁର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସମ୍ବଲପୁର CADA ବିଭାଗର ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ । ସମ୍ବଲପୁର, କଟକ, ବାଲେଶ୍ୱର ଏବଂ ମାଲକାନଗିରିରେ ଚଢାଉ । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରୁଛି…

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି, ୧୦ ଲକ୍ଷକୁ ବଢିଲା ସହାୟତା ରାଶି

ଭୁବନେଶ୍ୱର : ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଶ୍ରମିକଙ୍କ ମୃତ୍ୟୁ ପରେ ଏହି ସଂଖ୍ୟା ବଢିଛି। ମୃତକ ସଦର ଥାନା କୋଡିପଶା ଗ୍ରାମର ସଜନୀ ଜୁଆଙ୍ଗ।…

ଜୁଲାଇ ୫ରେ ହେବ ଓଟିଇଟି ପରୀକ୍ଷା

କଟକ : ପୁଣି ଘୁଞ୍ଚିଲା ଓଟିଇଟି ପରୀକ୍ଷା । ଜୁନ ୨୮ ରେ ହେବାକୁ ଥିବା ଏହି ଓଟିଇଟି ପରୀକ୍ଷା ଜୁଲାଇ ୫ ତାରିଖରେ କରିବାକୁ ସ୍ଥିର କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଆରଆଇ ଅମିନ ପରୀକ୍ଷା ପାଇଁ ଏହି ପରୀକ୍ଷାକୁ…

ବିବାହିତା ଝିଅ ମଧ୍ୟ ପାଇବେ ଅନୁକମ୍ପାମୂଳକ ନିଯୁକ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ବିବାହିତା ଝିଅ ମଧ୍ୟ ଅନୁକମ୍ପାମୂଳକ ନିଯୁକ୍ତି ପାଇବାକୁ ହକଦାର । ଏଭଳି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ । ଜଣେ ଝିଅ ବିବାହ କରି ସାରି ଥିବାରୁ ତାକୁ ଅନୁକମ୍ପାମୂଳକ ନିଯୁକ୍ତିରୁ ବଞ୍ଚିତ କରିବା ଉଚିତ ନୁହେଁ…

ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କ ଠାରୁ ୩୦ ଲକ୍ଷର ଗହଣା ଠକିନେଲା ରସିକିଆ ଡାକ୍ତର

ଭୁବନେଶ୍ୱର : ଲଭ-ସେକ୍ସ-ଧୋକା । ମହିଳାଙ୍କ ଟଙ୍କାରେ ବିଦେଶ ବୁଲୁଥିବା ରସିକିଆ ଡାକ୍ତର ଗିରଫ । ଡାକ୍ତର ଅବିନାଶ ମହାନ୍ତିଙ୍କୁ ଉମର କୋଟରୁ ଗିରଫ କଲା ପୋଲିସ । ଭୁବନେଶ୍ବର ଏୟାରଫିଲ୍ଡ ଥାନାରେ ଅଭିଯୋଗ କରିଥିଲେ ପୀଡିତା । ଶାରୀରିକ ସମ୍ପର୍କ…

ବାଇକରେ ଆସୁଥିବାବେଳେ ବଜ୍ରାଘାତ, ଚାଲିଗଲା ୩ ଜୀବନ

ଦେବଗଡ଼: ବଜ୍ରପାତ ନେଲା ୩ ଜୀବନ। ଦେବଗଡ଼ ଜିଲ୍ଲା ବାରକୋଟ ବ୍ଳକ ବସାଲୋଇ ପଞ୍ଚାୟତରେ ଅଘଟଣ ଘଟିଛି । ବଜ୍ରାଘାତରେ ତେନ୍ତୁଳି ସାହିର ତିନି ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ବୁବୁନ ସାମଲ, ଡୋଳାମଣି ପେଣ୍ଠେଇ ଓ ରାଜା…

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍, ୨ ଭାଇ ମୃତ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯାହା ସମଗ୍ର ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଦେଇଛି । ବୋଲଗଡ଼ ଦେଇ ଯାଇଥିବା ୫୭ ନମ୍ବର ଜାତୀୟ ରାଜପଥର ଦିଘିରି ନିକଟରେ ଏହି…

ଜଳିଗଲା କୋଚିଂ ସେଣ୍ଟର, ୧୪ ଛାତ୍ରଛାତ୍ରୀ ମୃତ, ମୃତକଙ୍କ ପରିବାରକୁ ୨ ଲକ୍ଷ କ୍ଷତିପୂରଣ ଘୋଷଣା

ଲକ୍ଷ୍ନୌ: ସୋମବାର ରାଜଧାନୀ ଲକ୍ଷ୍ନୌର ଆଲିଗଞ୍ଜର ପୁରୁଣାନିଆ ଅଞ୍ଚଳରେ ଘଟିଥିବା ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ସହରକୁ ଚକିତ କରିଦେଇଛି। ଏହି ଦୁଃଖଦ ଘଟଣାରେ ଏପର୍ଯ୍ୟନ୍ତ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ବୟସ ୨୦ ରୁ ୨୪…

ଶୁଭେନ୍ଦୁ ସରକାରଙ୍କ ପୂର୍ଣ୍ଣାଙ୍ଗ ବଜେଟ୍ : ବଢିଲା ମହଙ୍ଗା ଭତ୍ତା, ମହିଳାଙ୍କୁ ମାଗଣା ବସ୍ ସେବା, ୧ ଲକ୍ଷ ଚାକିରି ସୁଯୋଗ

କୋଲକତା : ପଶ୍ଚିମବଙ୍ଗରେ ଶୁଭେନ୍ଦୁ ସରକାର ଆଜି ବିଧାନସଭାରେ ନିଜର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ବଜେଟ୍ ଅଭିଭାଷଣରେ କହିଛନ୍ତି ଯେ, ସରକାରଙ୍କ ମୂଳ ଲକ୍ଷ୍ୟ ହେଉଛି ‘ବିକଶିତ ଭାରତ ଏବଂ ବିକଶିତ ବଙ୍ଗଳା’ । ମୁଖ୍ୟମନ୍ତ୍ରୀ…

ଇସ୍ତଫା ଦେଲେ ୟୁକେ ପ୍ରଧାନମନ୍ତ୍ରୀ କିର୍ ଷ୍ଟାରମର

ନୂଆଦିଲ୍ଲୀ : ୟୁକେ ପ୍ରଧାନମନ୍ତ୍ରୀ କିର୍ ଷ୍ଟାରମର ନିଜ ପଦରୁ ଇସ୍ତଫା ଘୋଷଣା କରିଛନ୍ତି । ନୂଆ ପ୍ରଧାନମନ୍ତ୍ରୀ ନାମ ଘୋଷଣା ହେବା ଯାଏଁ କିର୍ ଷ୍ଟାରମର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇବେ । ସରକାର ଓ ଦଳର ସ୍ଥିତିକୁ…