ରାଇକିଆରେ ହାତୀ ଉପଦ୍ରବ, ଦୁଇ ବୃଦ୍ଧ ମୃତ
ରାଇକିଆ: ମୟୂରଭଂଜ ରାଇକିଆରେ ପୁଣି ହାତୀ ଉପଦ୍ରବ। ଦୁଇଜଣ ବୃଦ୍ଧଙ୍କୁ ଦଳି ମାରିଦେଲା ଦନ୍ତା ହାତୀ । କନ୍ଧମାଳ ଜିଲ୍ଲା ରାଇକିଆ ଥାନା ପେଟାପାଙ୍ଗା ଡ୍ରାମ୍ବା ଜଙ୍ଗଲରେ ଏହି ଅଘଟଣ ଘଟିଛି । ଦୁଇ ବୃଦ୍ଧ ଜଙ୍ଗଲରୁ ଘରକୁ ଫେରୁଥିବା ବେଳେ…
ରାଇକିଆ: ମୟୂରଭଂଜ ରାଇକିଆରେ ପୁଣି ହାତୀ ଉପଦ୍ରବ। ଦୁଇଜଣ ବୃଦ୍ଧଙ୍କୁ ଦଳି ମାରିଦେଲା ଦନ୍ତା ହାତୀ । କନ୍ଧମାଳ ଜିଲ୍ଲା ରାଇକିଆ ଥାନା ପେଟାପାଙ୍ଗା ଡ୍ରାମ୍ବା ଜଙ୍ଗଲରେ ଏହି ଅଘଟଣ ଘଟିଛି । ଦୁଇ ବୃଦ୍ଧ ଜଙ୍ଗଲରୁ ଘରକୁ ଫେରୁଥିବା ବେଳେ…
ସମ୍ବଲପୁର: ନିଜ ଛୁଆଙ୍କୁ ମାରିଦେଲା ମାଆ। ସମ୍ବଲପୁର ଜିଲ୍ଲାରୁ ଏହି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସମ୍ବଲପୁର ଜିଲ୍ଲାରେ ଜଣେ ମହିଳା ତାଙ୍କ ଦୁଇ ନାବାଳିକା ଝିଅଙ୍କୁ ଏକ କୂଅରେ ଫିଙ୍ଗି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାଟି…
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓଡ଼ିଶାର ୨୫ ଜଣ ବରପୁତ୍ରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବରେ ଘୋଷଣା କରିଛନ୍ତି । ଅଥଚ ଏ ତାଲିକାରେ କବି ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କ ଗାଁ ନନ୍ଦଳା ଗ୍ରାମ ନାହିଁ । ସରକାରଙ୍କ…
ନୂଆଦିଲ୍ଲୀ : ମାସିକ ଧର୍ମ ସମୟରେ ମହିଳା କର୍ମଚାରୀଙ୍କୁ ଛୁଟି ପ୍ରଦାନ କରିବା ପାଇଁ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । କୋର୍ଟ ଏହି ମାମଲାକୁ ବିଚାର କରିବାକୁ ମନା କରିଦେଇଛନ୍ତି । କୋର୍ଟ କହିଛନ୍ତି, “ମହିଳାମାନଙ୍କୁ ଏତେ ଦୁର୍ବଳ ଭାବନ୍ତୁ…
ଦୁବାଇ : ଦୁବାଇରେ ଶକ୍ତିଶାଳୀ ବିସ୍ଫୋରଣ । ଆକାଶରୁ ଖସାଇ ଦିଆଗଲା ଶତ୍ରୁପକ୍ଷର ଡ୍ରୋନ୍ । ଶକ୍ତିଶାଳୀ ବିସ୍ଫୋରଣରେ ଥରିଲା ଦୁବାଇ । ବୁର୍ଜ ଖଲିଫା ନିକଟରେ ଖସିଲା ମିସାଇଲ୍ ଅଂଶ । ଦୁବାଇର ମଧ୍ୟଭାଗରେ ଏକାଧିକ ଶକ୍ତିଶାଳୀ ବିସ୍ଫୋରଣ ଶୁଣିବାକୁ…
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଦେଶରେ ରନ୍ଧନ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଘରୋଇ ଏଲ୍ପିଜି ଯୋଗାଣକୁ ନିଶ୍ଚିତ କରିବା ପାଇଁ ସରକାର ବାଣିଜ୍ୟିକ ଏଲ୍ପିଜି ଯୋଗାଣ ଉପରେ କଟକଣା ଲଗାଇଛନ୍ତି। ଏଭଳି ସମୟରେ ସରକାର ଆଜି କହିଛନ୍ତି ଯୁଦ୍ଧ କାରଣରୁ…
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ ଗୁରୁବାର ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କର ୫୮୧ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଏହି ସମ୍ପତ୍ତି ରିଲାଏନ୍ସ ହୋମ ଫାଇନାନ୍ସ ଲିମିଟେଡ ଏବଂ ରିଲାଏନ୍ସ କମର୍ସିଆଲ ଫାଇନାନ୍ସ…
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଭାରତରେ ଦେଖାଯାଇଥିବା ତୈଳ ସଂକଟର ସମାଧାନ ଲାଗି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ତାଙ୍କର ଇରାନ ପ୍ରତିପକ୍ଷ ଆବାସ ଆରାଗଚିଙ୍କ ସହିତ କଥାବାର୍ତ୍ତା କରିଛନ୍ତି। ସମସ୍ୟା ଆରମ୍ଭ ପରଠାରୁ ଜୟଶଙ୍କର ତାଙ୍କ ଇରାନ ପ୍ରତିପକ୍ଷଙ୍କ ସହିତ…
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଇରାନକୁ ବଡ଼ ଝଟକା । ଗୋଡ଼ ହରାଇଲେ ଇରାନର ନୂଆ ସୁପ୍ରିମ ଲିଡର୍ ମୋଜତାବା ଖାମେନେଇ । ଏକ ଏୟାର ଷ୍ଟ୍ରାଇକରେ ମୋଜତାବା ଖାମେନେଇ ଗୋଡ଼ ହରାଇ କୋମାରେ ପୀଡ଼ିତ ହୋଇଛନ୍ତି। ଏକ ବିଶେଷ ସୂତ୍ରରୁ…
ନୂଆଦିଲ୍ଲୀ : ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସଂଘର୍ଷ ବଢିବାରେ ଲାଗିଛି । ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି । ପାକିସ୍ତାନ ଦ୍ବାରା କରାଯାଇଥିବା ଏୟାରଷ୍ଟ୍ରାଇକ ପରେ ତାଲିବାନର ଜଣେ ବରିଷ୍ଠ…