2026

ଗ୍ୟାସ କଳାବଜାରୀ, ଚଢାଉ ବେଳେ ଏକ ଘରୁ ମିଳିଲା ୫୫ ସିଲିଣ୍ଡର

ଉତ୍ତରପ୍ରଦେଶ : ଦେଶର ବିଭିନ୍ନ ଭାଗରେ ଏଲପିଜି ସିଲିଣ୍ଡର ଅଭାବ ଯୋଗୁଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ସରକାର କହୁଛନ୍ତି ଦେଶରେ ପର୍ଯ୍ୟାପ୍ତ ରହିଛି ଗ୍ୟାସ୍ ସିଲିଣ୍ଡର । କିଛି ଅସାଧୁ ବ୍ୟବସାୟୀ ଗ୍ୟାସର କଳାବଜାରୀ…

ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର: ବିଜେପିରେ ପୂର୍ବତ୍ତନ ସାଂସଦ ରବୀନ୍ଦ୍ର ଜେନାଙ୍କ ଯୋଗଦାନ ପରେ ବାଲେଶ୍ୱର ଜିଲ୍ଲାରେ ବିଜେପିରେ ହଲଚଲ ଦେଖିବାକୁ ମିଳିଛି। ରବୀନ୍ଦ୍ରଙ୍କ ଯୋଗଦାନକୁ ନେଇ ଅସନ୍ତୁଷ୍ଟ ହୋଇ ଦଳ ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ। ବିଜେପିରେ ପୂର୍ବତ୍ତନ ବାଲେଶ୍ୱର ସାଂସଦ…

କଂଗ୍ରେସ ବିଧାୟକଙ୍କ ବେଙ୍ଗାଲୁରୁ ଗସ୍ତକୁ ସୋଫିଆଙ୍କ ନାପସନ୍ଦ

ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ତାରିଖ ଯେତେ ପାଖଉଛି ରାଜ୍ୟ ରାଜନୀତି ସରଗରମ ହେବାର ଲାଗିଛି। କଂଗ୍ରେସ ବିଧାୟକଙ୍କ ଗସ୍ତକୁ ନାପସନ୍ଦ କଲେ କଟକ ବିଧାୟିକା ସୋଫିଆ ଫିର୍ଦୋସ। ସେ କହିଛନ୍ତି ଯେ, ବାହାରକୁ ଯିବାର କଣ ଆବଶ୍ୟକତା ରହିଛି ବୋଲି ପ୍ରଶ୍ନ…

ଚାକିରି କରାଇ ଦେବା ନାଁରେ ଠକେଇ, ଜଣେ ଗିରଫ

ଭୁବନେଶ୍ୱର : ରାଜଧାନୀରେ ମାତିଛନ୍ତି ଚାକିରି ଦେବା ଠକ। ବିଦେଶରେ ଚାକିରି ଦେବା ନାମରେ ଠକେଇ କରି ନେଉଛନ୍ତି ଟଙ୍କା । ଏଭଳି ଜଣେ ଠକାମୀ ଶିକାର ହେବା ଅଭିଯୋଗ ପରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ଚନ୍ଦ୍ରଶେଖର ପୁର ଥାନା…

ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ରାଇରଙ୍ଗପୁର : ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ ପ୍ରତିବାଦରେ ତାତିଲେ ଗ୍ରାମବାସୀ । ଭାଙ୍ଗିଲେ ତହସିଲଦାରଙ୍କ ଗାଡ଼ି । ମୟୂରଭଞ୍ଜ ଜିଲ୍ଲା ବହଳଦା ଏନଏଚ-୨୨୦ରେ ପୋଲିସ ଓ ଗ୍ରାମବାସୀ ମୁହାଁମୁହିଁ । ଗ୍ରାମବାସୀମାନେ ପୋଲିସକୁ ମରଣାନ୍ତକ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା କରିଛନ୍ତି…

ରଥଯାତ୍ରା ଲାଗି ପ୍ରଥମ ପ୍ରସ୍ତୁତି ବୈଠକ, ଧାର୍ଯ୍ୟ ସମୟ ମଧ୍ୟରେ କାମ ସାରିବାକୁ ନିର୍ଦ୍ଦେଶ

ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଛି ମାଷ୍ଟର ପ୍ଲାନ୍ । ରଥଯାତ୍ରା ସହ ଜଡ଼ିତ ସବୁ ବିଭାଗ ନିଜର କାର୍ଯ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ସାରିବାକୁ…

ଜମି ପାଇଁ ମାଆ ଓ ବଡ଼ଭାଇକୁ ହତ୍ୟା

ସାଲେପୁର : ସାଲେପୁରରେ ଡବର ମର୍ଡର । ଘରୋଇ କଳିକୁ ନେଇ ମାଆ ଓ ବଡ଼ଭାଇକୁ ହତ୍ୟା । ସାନ ଭାଇ ଆକ୍ରମଣରେ ମାଆ ଓ ବଡ଼ଭାଇ ମୃତ । କଟକ ଜିଲ୍ଲା ସାଲେପୁର ଥାନା ଫୋଗଳରେ ବୀଭତ୍ସ ହତ୍ୟା ।…

ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ମାଷ୍ଟରପ୍ଲାନ, ନବୀନ ନିବାସରେ ଚାଲିବ ୩ ଦିନିଆ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ନବୀନଙ୍କ ମାଷ୍ଟରପ୍ଲାନ । ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡାକିଲେ ନବୀନ ପଟ୍ଟନାୟକ । ୩ ଦିନ ଧରି ଚାଲିବ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର । ନବୀନ ନିବାସରେ ହେବ ଗୁରୁତ୍ୱପୂର୍ଣ୍ଣ ବୈଠକ ।…

ଘୋଡ଼ା ବେପାର ଭୟରେ ଭୁବନେଶ୍ବର ଛାଡିଲେ କଂଗ୍ରେସର ୯ ବିଧାୟକ

ଭୁବନେଶ୍ୱର : ରୋଚକ ମୋଡ଼ରେ ରାଜ୍ୟସଭା ନିର୍ବାଚନ । ରାଜ୍ୟସଭାରେ ଘୋଡ଼ା ବେପାର ଭୟରୁ ଦୂରେଇ ରହିବାକୁ କଂଗ୍ରେସର ବଡ଼ ରଣନୀତି । ଭୁବନେଶ୍ବର ଛାଡିଲେ କଂଗ୍ରେସ ବିଧାୟକ। ବେଙ୍ଗାଳୁରୁ ଗଲେ କଂଗ୍ରେସର ୯ ଜଣ ବିଧାୟକ । ପ୍ରଫୁଲ୍ଲ ପ୍ରଧାନ,…

ଶାମୁକା ଖୋଜିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ସାଙ୍ଗ

ବାସୁଦେବପୁର: ଆଜି ସକାଳେ ପରୀକ୍ଷା ସରିବା ପରେ ପାଞ୍ଚ ଜଣ ସାଙ୍ଗ ହୋଇ ସ୍ଥାନୀୟ ମୁନିପୋଖରୀ ଆଡିକୁ ଖେଳିବାକୁ ଯାଇଥିଲେ । ସେଠାରେ ତପଦୀପା ପ୍ରଥମେ ପୋଖରୀରୁ ଶାମୁକା ଖୋଜିବାକୁ ଯାଇଥିଲା । ହେଲେ ତାର ଗୋଡ଼ ଖସିଯିବାରୁ ପୋଖରୀରେ ପଡ଼ିଗଲା…