ଲାଞ୍ଚ ନେବା ବେଳେ ଏଏସଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ
ରାଉଲକେଲା: ଭିଜିଲାନ୍ସ ଜାଲରେ ପୋଲିସ ASI । ଲାଞ୍ଚ ନେବା ବେଳେ ଧରାପଡିଲେ ରାଉରକେଲା ବଡ଼ଗାଁ ଥାନାର ଏଏସଆଇ ଅରୁପାନନ୍ଦ ଦାସ । ଗତକାଲି ଚଢ଼ାଉ କରି ଲାଞ୍ଚ ଟଙ୍କା ସହ ଏଏସଆଇଙ୍କୁ ଘଟଣାସ୍ଥଳରୁ ଧରିଥିଲେ ରାଉରକେଲା ଭିଜିଲାନ୍ସ ବିଭାଗ ।…
ରାଉଲକେଲା: ଭିଜିଲାନ୍ସ ଜାଲରେ ପୋଲିସ ASI । ଲାଞ୍ଚ ନେବା ବେଳେ ଧରାପଡିଲେ ରାଉରକେଲା ବଡ଼ଗାଁ ଥାନାର ଏଏସଆଇ ଅରୁପାନନ୍ଦ ଦାସ । ଗତକାଲି ଚଢ଼ାଉ କରି ଲାଞ୍ଚ ଟଙ୍କା ସହ ଏଏସଆଇଙ୍କୁ ଘଟଣାସ୍ଥଳରୁ ଧରିଥିଲେ ରାଉରକେଲା ଭିଜିଲାନ୍ସ ବିଭାଗ ।…
ଭୁବନେଶ୍ୱର: ଭୁବନେଶ୍ୱର କୁଆଖାଇ ନଦୀପଠାରୁ ମୃତଦେହ ଉଦ୍ଧାର । ବରିମୁଣ୍ଡ ବାଲିଯାତ୍ରା ପଡ଼ିଆ ନିକଟରୁ ମିଳିଲା ସନ୍ଦେହଜନକ ମୃତଦେହ । କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ମୃତକର ପରିଚୟ ମିଳିନଥିବା ବେଳେ ମୃତଦେହ ଉଦ୍ଧାର କରି…
ଅନୁଗୋଳ: ଅନୁଗୋଳରେ ପିଚୁ ଟ୍ୟାଙ୍କରରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତି ବାଲିପଶି ଛକ ନିକଟ ଜାତୀୟରାଜପଥ ୧୪୯ରେ ଅଗ୍ନିକାଣ୍ଡ । ବାଲିପଶି ଠାରେ ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର । ଦୂର୍ଘଟଣା ପରେ ଟ୍ୟାଙ୍କରରେ ଅଗ୍ନିକାଣ୍ଡ, ଡ୍ରାଇଭର ଜୀବନ୍ତ…
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ଅଗ୍ନିଶମ ଓ ଜରୁରୀକାଳୀନ ସେବା, ହୋମଗାର୍ଡ ଏବଂ ନାଗରିକ ସୁରକ୍ଷା କାର୍ଯ୍ୟ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା ।…
ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି ବାଲି ଚୋରା ଚାଲାଣ। ଏଥିରେ ଲାଗିପାରୁନି ଅଙ୍କୁଶ। ବେଆଇନ ବାଲିଘାଟକୁ ନେଇ ଅପରାଧୀମାନେ ରକ୍ତମୁଖା ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାରେ ବାଲିଘାଟ ଜଗିବା ଦାୟିତ୍ବ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ (ଓଆଇଏସଏଫ୍)କୁ ପ୍ରଦାନ କରାଯିବ।…
ନୂଆଦିଲ୍ଲୀ : ଇରାନ ଉପରେ ଆମେରିକା-ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ । ବଡ଼ ଧରଣର ଏୟାରଷ୍ଟ୍ରାଇକରେ ଥରହର ତେହେରାନ । ଇରାନର ସବୁ ଯୁଦ୍ଧ ଜାହାଜକୁ ବୁଡ଼ାଇ ଦେଲା ଆମେରିକା । ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବେ ଇରାନର ରାଜଧାନୀ ତେହେରାନ…
ନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଯୁଦ୍ଧ ସ୍ଥିତି ସବୁଠାରୁ ଅଧିକ ପ୍ରଭାବ ପିଲାଙ୍କ ଉପରେ ପଡିଛି । ସଂଯୁକ୍ତ ରାଷ୍ଟ୍ରର ଶିଶୁ ଏଜେନ୍ସୀ ଚେତାବନୀ ଦେଇଛି କି, ଲଗାତାର ହିଂସା ବୃଦ୍ଧି ଦ୍ବାରା ଲକ୍ଷ ଲକ୍ଷ ପିଲାଙ୍କ ଜୀବନ ବିପଦରେ ପଡିଛି…
ନୂଆଦିଲ୍ଲୀ : ୨୦୨୬ ଏପ୍ରିଲ ୧୯ ତାରିଖରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ଦିନ ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରୀ ମନ୍ଦିରର ଦ୍ୱାର ଖୋଲିବ। ତୀର୍ଥଯାତ୍ରୀଙ୍କ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମାର୍ଚ୍ଚ ୬ ତାରିଖରୁ ଆରମ୍ଭ ହୋଇଥିଲା ।…
ନୂଆଦିଲ୍ଲୀ: ଦେଶରେ ଦେଖା ଦେଇଥିବା ଏଲପିଜି ସଙ୍କଟ ମଧ୍ୟରେ ବଡ ଆଶ୍ୱସନା ଦେଇଛନ୍ତି ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ହରଦୀପ ସିଂହ ପୁରି। ଗୁରୁବାର ମନ୍ତ୍ରୀ କହିଛନ୍ତି ଯେ ଦେଶରେ କୌଣସି ଇନ୍ଧନ ଅଭାବ ନାହିଁ। ଭାରତରେ ପର୍ଯ୍ୟାପ୍ତ ଅଶୋଧିତ…
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ୧୩ ଦିନ ବିତିଗଲାଣି । ଏହା ଭିତରେ ଭାରତକୁ ମିଳିଛି ବଡ଼ ଆଶ୍ୱସ୍ତି । ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାଘଚିଙ୍କ ମଧ୍ୟରେ ହୋଇଥିବା ଫୋନ…