ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାଇଲେଭଲ୍ ମିଟିଂ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା। ଗସ୍ତ ସମୟରେ ଯେପରି କୌଣସି ତ୍ରୁଟି ନରହେ, ସେଥିପାଇଁ ଗୃହ ବିଭାଗ ଓ ବରିଷ୍ଠ…