2026

ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ

ନୂଆଦିଲ୍ଲୀ : ଭାରତରେ ଇରାନର ଯୁଦ୍ଧ ଜାହାଜ। ଶ୍ରୀଲଙ୍କା ନିକଟରେ ‘IRIS Dena’ ଜାହାଜ ଦୁର୍ଘଟଣାର କିଛି ଦିନ ପୂର୍ବରୁ, ଇରାନ ଭାରତକୁ ଏକ ଜରୁରୀ ସାହାଯ୍ୟ ମାଗିଥିଲା । ଇରାନର ଅନ୍ୟ ଏକ ଯୁଦ୍ଧ ଜାହାଜ ‘IRIS Lavan’ ରେ…

ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୫ ହଜାର କୋଟିରୁ ଊର୍ଦ୍ଧ୍ବ…

୯ ତାରିଖ ଯାଏଁ ଛେଚିବ ବର୍ଷା: ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ଵର: ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହିତ ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ଉତ୍ତର ପ୍ରଦେଶ, ଉତ୍ତର ଛତିଶଗଡ଼ ଏବଂ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଏକ ନିମ୍ନ ଚାପରେଖା…

କୋଲାବ ଜଳଭଣ୍ଡାରରେ ବୁଡି ନବୋଦୟ ବିଦ୍ୟାଳୟର ୩ ଛାତ୍ର ମୃତ

କୋରାପୁଟ: କୋରାପୁଟ ଜିଲ୍ଲାରୁ ଆସିଛି ଏକ ଅତ୍ୟନ୍ତ ହୃଦୟବିଦାରକ ଖବର। କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜବାହର ନବୋଦୟ ବିଦ୍ୟାଳୟର ୩ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କର ଅକାଳ ବିୟୋଗ ଘଟିଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ…

ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା । ଓଡ଼ିଶାରେ ହେବାକୁ ଥିବା ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି । ଏହି ପରିପ୍ରେକ୍ଷୀରେ ବିଜେଡି…

ପୋକ୍ସୋ ଆଇନରେ ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ ମଧ୍ୟ ଯୌନ ନିର୍ଯାତନା

କଟକ : ପୋକ୍ସୋ ଆଇନରେ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ । ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ କରିବା ମଧ୍ୟ ଯୌନ ନିର୍ଯାତନା। ଏକ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଜଣେ ନାବାଳିକାଙ୍କ ବକ୍ଷୋଜକୁ ସ୍ପର୍ଶ କରିବା…

ପୋଖରୀରେ ବୁଡ଼ିଗଲେ ୨ ନାବାଳିକା

ମୟୁରଭଞ୍ଜ: ପୋଖରୀରେ ବୁଡି ଦୁଇ ନାବାଳିକା ସାଙ୍ଗଙ୍କ ସଲିଳ ସମାଧି। ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି କପ୍ତିପଦା ଥାନା ବଡ଼ଖଲାଡି ନଛିପୁର ଗାଁରେ। ଦାଣ୍ଡଘାଟ ଦେହୁରୀ ସାହି ବିଦ୍ୟାଳୟରେ ପାଠ ପଢ଼ୁଥିବା ଦୁଇ ସାଙ୍ଗ ୭ ବର୍ଷ ର…

ଆତ୍ମସମର୍ପଣ କଲେ ୧୨୪ ମାଓବାଦୀ

ମାଲକାନଗିରି : ମାର୍ଚ୍ଚ ୩୧ ପୂର୍ବର ସମାପ୍ତ ହେବ ଲାଲଗଡ଼ । ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦଣ୍ଡକାରଣ୍ଯ ସ୍ପେଶାଲ ଜୋନାଲ କମିଟିର ୧୨୪ଜଣ ମାଓବାଦୀ ତେଲେଙ୍ଗାନାରେ ଆତ୍ମସମର୍ପଣ କରିଛନ୍ତି । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ…

ଭିଜିଲାନ୍ସ ଜାଲରେ ଜଳସଂପଦ ବିଭାଗ ଯନ୍ତ୍ରୀ, ଘରୁ ବାହାରିଲା ପୁଳା ପୁଳା ଟଙ୍କା

ମାର୍ଶାଘାଇ : ଭିଜିଲାନ୍ସ ଜାଲରେ ଜଳସଂପଦ ବିଭାଗର କୋଟିପତି ଯନ୍ତ୍ରୀ । ଘରୁ ବାହାରିଲା ପୁଳା ପୁଳା ଟଙ୍କା । ନଗଦ ସାଢ଼େ ୪ ଲକ୍ଷ ଟଙ୍କା ଜବତ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଇରିଗେସନ ସବ ଡିଭିଜନର ସହକାରୀ ନିର୍ବାହୀ…

ଛାତ୍ରୀଙ୍କୁ ଅସଦାଚରଣ: ହିନ୍ଦୀ ଶିକ୍ଷକ ଅଟକ

ବାସୁଦେବପୁର: ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ । ଥାନାରେ ଶିକ୍ଷକ ଅଟକ । ଭଦ୍ରକ ବାସୁଦେବପୁର ବ୍ଲକ ନଟିଆ ପାଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ସେହି ବିଦ୍ୟାଳୟର ହିନ୍ଦୀ…