ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି,…
