ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ରକୁ ଭରଚୁଆଲରେ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଇଗ୍ନୋ ଦକ୍ଷତା କେନ୍ଦ୍ରର ଉଦଘାଟିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟ ପକ୍ଷରୁ…
