2026

ବଲିଭିଆରେ ନୂଆ ନୋଟ ନେଇ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ, ୩୦ ଆହତ

ବଲିଭିଆ : ବଲିଭିଆରେ ବଡ଼ ପ୍ଲେନ କ୍ରାସ । ୧୫ ମୃତ, ୩୦ ଆହତ । ବଲିଭିଆ ବାୟୁସେନାର ବିମାନଟି ରାଜଧାନୀ ଲାପାଜ ନିକଟ ଏଲ ଅଲଟୋଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ ନୂଆ ବ୍ୟାଙ୍କ ନୋଟ ନିଆଯାଉଥିଲା ।…

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ପ୍ରଭାତ ବିଶ୍ୱାଳ ବହିଷ୍କୃତ

ଭୁବନେଶ୍ୱର : ବିଜେଡିରୁ ବହିଷ୍କାର ହେଲେ ପ୍ରଭାତ ବିଶ୍ୱାଳ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର ହେଲେ ପ୍ରଭାତ। ବିଜେଡିରୁ ବହିଷ୍କାର ହେଲେ ପୂର୍ବତନ ବିଧାୟକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଭାତ ବିଶ୍ୱାଳ। ତାଙ୍କୁ ଦଳ…

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଡା. ଦତ୍ତେଶ୍ବର ହୋତାଙ୍କୁ କଂଗ୍ରେସର ସମର୍ଥନ

ଭୁବନେଶ୍ଵର: ରାଜ୍ୟସଭା ପ୍ରାର୍ଥୀ ଡା. ଦତ୍ତେଶ୍ବର ହୋତାଙ୍କୁ କଂଗ୍ରେସ ସମର୍ଥନ ଦେଉଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ସୋମବାର ନବୀନ ବାବୁଙ୍କ ସହ ମୋର ସାକ୍ଷାତ ଆଲୋଚନା ହୋଇଛି। ଜଣେ କମନ୍‌ କ୍ୟାଣ୍ଡିଡେଟ୍‌…

କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

କଣ୍ଟାବାଞ୍ଜି : ପଶ୍ଚିମ ଓଡିଶାର ଗୁରୁତ୍ୱପୂର୍ଣ୍ଣ ସହର କଣ୍ଟାବାଞ୍ଜିରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖି ଜରୁରୀ ହସ୍ତକ୍ଷେପ ଅନୁରୋଧ କରିଛନ୍ତି। ପ୍ରେସ କ୍ଲବ କଣ୍ଟାବାଞ୍ଜି ପକ୍ଷରୁ ଏନେଇ ସାଂସଦଙ୍କୁ ଦାବିପତ୍ର…

ଗୁଣି ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା, ଆତ୍ମସମର୍ପଣ କଲା ହତ୍ୟାକାରୀ

ରାଇରଙ୍ଗପୁର : ଗୁଣି ଗାରେଡି ସନ୍ଦେହରେ ବୃଦ୍ଧାଙ୍କୁ ଘରେ ପଶି ବିଭତ୍ସ ହତ୍ୟା । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା କୁମ୍ଭୀରଦା ଗାଁରେ ଜଣେ ଅବିବାହିତା ବୃଦ୍ଧାଙ୍କୁ ଗୁଣି ଗାରେଡି ସନ୍ଦେହରେ ବିଭତ୍ସ ହତ୍ୟା କରାଯାଇଛି। ହତ୍ୟାକାଣ୍ଡ ଘଟାଇ ହତ୍ୟାକାରୀ ଥାନାରେ…

ଘର ଆଗରେ ମୃତଦେହ ଛାଡ଼ି ପଳାଇଲେ କମ୍ପାନୀ ମାଲିକ, ଥାନାରେ ମାମଲା

ମାଲକାନଗିରି: ଘର ଆଗରେ ମୃତଦେହ ଛାଡ଼ି ପଳାଇଲେ କମ୍ପାନୀ ମାଲିକ । ଥାନାରେ ଏତଲା । ମାଲକାନଗିରି ଜିଲ୍ଲାର କାଲିମେଳା ଅଞ୍ଚଳରେ ଚାଞ୍ଚଲ୍ୟକର ଘଟଣା । ଦାଦନ ଖଟିବାକୁ କର୍ଣ୍ଣାଟକ ଯାଇଥିବା ଜଣେ ଶ୍ରମିକଙ୍କ ମୃତଦେହ ବିଳମ୍ବିତ ରାତିରେ ଘର ସମ୍ମୁଖରେ…

ରାଧାକାନ୍ତ ବିଦ୍ୟାପୀଠର ୧୭ ଛାତ୍ରଛାତ୍ରୀଙ୍କୁ ଜଣ୍ଡିସ

ପିପିଲି: ଡରାଉଛି ଜଣ୍ଡିସ । ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ । ଜଣକ ପରେ ଜଣେ ପାଖାପାଖି ୧୭ ଜଣ ଛାତ୍ରଛାତ୍ରୀ ଜଣ୍ଡିସ ରୋଗରେ ଆକ୍ରାନ୍ତ ହୋଇଛନ୍ତି । ବିଦ୍ୟାଳୟର ଅସ୍ବାସ୍ଥ୍ୟକର ପରିବେଶରେ ଖାଦ୍ୟ ଖାଇବା ଓ ବିଶୁଦ୍ଧ ପାନୀୟ ଜଳ…

ଢେଲା ମାରି ପୋଲିସ ଗାଡ଼ି ଭାଙ୍ଗିଲେ ବାଲି ମାଫିଆ

ଯାଜପୁର: ପୋଲିସକୁ ବାଲିମାଫିଆଙ୍କ ଖୋଲା ଚାଲେଞ୍ଜ । ଯାଜପୁର ବ୍ରହ୍ମବରଦା ଥାନା ଚଅପୋଇ ନିକଟ ବାଲିଘାଟରେ ପୋଲିସଙ୍କୁ ଆକ୍ରମଣ । ଢେଲା ମାରି ଭାଙ୍ଗି ଦେଇଛନ୍ତି ପୋଲିସ ଗାଡ଼ି । ଗତକାଲି ରାତିରେ ବ୍ରହ୍ମବରଦା ଥାନାର ପୋଲିସର ନାଇଟ୍ ପାଟ୍ରୋଲିଂ ବେଳେ…

ଡାକ୍ତର ଦତ୍ତେଶ୍ବର ହୋତା ଓ ଡ. ସଂତୃପ୍ତ ମିଶ୍ର ବିଜେଡିର ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ବର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି । ଡାକ୍ତର ଦତ୍ତେଶ୍ବର ହୋତା ଏବଂ ଡ. ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଡାକ୍ତର ଦତ୍ତ୍ବେଶ୍ବର ହୋତା ଓଡ଼ିଶାର ଜଣେ ବିଶିଷ୍ଟ…

ଖଣ୍ଡା ଧରି ରିଲ୍ସ କରି ବନ୍ଧା ହେଲେ ୩ ଯୁବକ

ଅନୁଗୁଳ: ମହଙ୍ଗା ପଡ଼ିଲା ଖଣ୍ଡା ଧରି ରିଲ୍ସ କରିବା । ବନ୍ଧାହେଲେ ୩ ଯୁବକ । ଅନୁଗୁଳ ଜିଲ୍ଲା ସୁନାକେରଜେଙ୍ଗ କ୍ରିକେଟ ପଡିଆରେ କିଛି ଯୁବକ ଖଣ୍ଡା ଓ ଭୁଜାଲି ଦେଖାଇ ସୁଶାନ୍ତ ନାୟକଙ୍କ ଜନ୍ମଦିନ ପାଳନ କରିଥିଲେ । ଖଣ୍ଡା…