2026

ମାଲିକ ଘରେ ନକଲି ଇଡି ଚଢାଉ କଲା ଚାକରାଣୀ

ନୂଆଦିଲ୍ଲୀ : ଦିଲ୍ଲୀର ନ୍ୟୁ ଫ୍ରେଣ୍ଡସ୍ କଲୋନି ଅଞ୍ଚଳରେ ଏକ ଅଜବ ଘଟଣା । ଜଣେ ଚାକରାଣୀ ତାଙ୍କ ମାଲିକଙ୍କ ଘରେ ଏକ ନକଲି ED ଚଢାଉ କରିଛି । ଦିଲ୍ଲୀ ପୋଲିସ ଚାକରାଣୀ ଏବଂ ତାଙ୍କ ସହଯୋଗୀମାନଙ୍କୁ ଗିରଫ କରିଛି…

ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି । ଇନଷ୍ଟାଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେକର୍ଡ । ଅତିକ୍ରମ କଲେ ୧୦୦ ମିଲିୟନ ଫଲୋଅର୍ସ । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ ପ୍ରତିଷ୍ଠା…

NCERT ବହି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: NCERT ବହି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ! । “ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ବଡ଼ ଷଡ଼ଯନ୍ତ୍ର ବୋଲି କଡ଼ା ମତ ରଖିଲେ ସୁପ୍ରିମକୋର୍ଟ । ଏହାସହ ଶିକ୍ଷା ବିଭାଗ ଓ NCERT ନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ୍ ହୋଇଛି…

ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ । ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଳିଙ୍ଗ ଶୈଳୀରେ ନିର୍ମିତ ହେବ ନୂଆ ‘ଓଡ଼ିଶା ଭବନ’ । ଚାଣକ୍ୟପୁରୀସ୍ଥିତ କୌଟିଲ୍ୟ ମାର୍ଗଠାରେ ନୂତନ ଓଡ଼ିଶା ଭବନର ହେଲା ଶିଳାନ୍ୟାସ…

ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ବିହାର: ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି । ଅଭିଯୁକ୍ତ ପ୍ରେମିକ ଫେରାର। ବିହାର ବକସର ସହରରେ ଘଟିଛି ଏଭଳି ଅଘଟଣ । ମଙ୍ଗଳବାର ଏକ ବିବାହ ଉତ୍ସବ ଆୟୋଜିତ ହେଉଥିବାବେଳେ ଜଣେ ବ୍ୟକ୍ତି ହଠାତ ମଣ୍ଡପ ଉପରକୁ ଆସି କନ୍ୟାକୁ ଗୁଳି…

ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି

ନୂଆଦିଲ୍ଲୀ: ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି । ଇସ୍ରାଏଲକୁ ଦେଲେ ବନ୍ଧୁତାର ବର୍ତ୍ତା । କହିଲେ ଭାରତ-ଇସ୍ରାଏଲର ଐତିହାସିକ ସଂପର୍କ କଥା । ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗସ୍ତର ପ୍ରଥମ…

ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

କଟକ : କଟକ ଜିଲ୍ଲା ଚୌଦ୍ୱାର ନିବାସୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ଆଜି ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଚୌଦ୍ୱାରର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଆଜି ଭୋର୍…

ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ଆଜିଠୁ ଦୋଳଉତ୍ସବ ଆରମ୍ଭ

ପୁରୀ : ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ…

ପୋଲିସ ଗୁଳିରେ ଟଳିଲେ ଦୁଇ ହାର୍ଡକୋର ମାଓବାଦୀ

ମାଲକାନଗିରି : ପୋଲିସ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ନଦୀ ଅଞ୍ଚଳରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ…

ମଣ୍ଡି ନିର୍ଯାତନା, ପ୍ରାଣ ହରାଇଲେ ଚାଷୀ

କେନ୍ଦ୍ରାପଡ଼ା : ମଣ୍ଡି ନିର୍ଯାତନା, ଆଖି ବୁଜିଲେ ଚାଷୀ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଜୁଣଗଡି ଗାଁରେ ଚାଷୀ ତ୍ରିଲୋଚନ ନାୟକ ସରକାରୀ ମଣ୍ଡି ନିର୍ଯାତନା ସହି ନପାରି ଶେଷରେ ଆଖି ବୁଜି ଥିବା ଅଭିଯୋଗ ହୋଇଛି । ତ୍ରିଲୋଚନଙ୍କ…