ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନ ଭଣ୍ଡାର ଗଣତି ମଣତି: ଆଇନମନ୍ତ୍ରୀ
ଭୁବନେଶ୍ବର: ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନ ଭଣ୍ଡାର ଗଣତି ମଣତି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଛତିଶା ନିଯୋଗ ସହିତ ଆଲୋଚନା ହୋଇଛି । ଖୁବ ଶୀଘ୍ର ସମୟ ନିର୍ଘଣ୍ଟ ସ୍ଥିର ହେବ । ମାର୍ଚ୍ଚ…
ଭୁବନେଶ୍ବର: ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନ ଭଣ୍ଡାର ଗଣତି ମଣତି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଛତିଶା ନିଯୋଗ ସହିତ ଆଲୋଚନା ହୋଇଛି । ଖୁବ ଶୀଘ୍ର ସମୟ ନିର୍ଘଣ୍ଟ ସ୍ଥିର ହେବ । ମାର୍ଚ୍ଚ…
ଦେବଗଡ଼: ଗଞ୍ଜେଇ ପରେ ଅଫିମ । ବଢ଼ୁଛି ବେଆଇନ ଅଫିମ ଚାଷ । ବିଭିନ୍ନ ସ୍ଥାନରେ କୋଟି କୋଟି ଟଙ୍କାର ଅଫିମ ଗଛ ନଷ୍ଟ କରୁଛି ପୋଲିସ । ଦେବଗଡ଼ ଜିଲ୍ଲାରେ ପ୍ରାୟ ୨୫ କୋଟି ଟଙ୍କାର ଅଫିମ ଗଛ ନଷ୍ଟ…
ଯାଜପୁର: ଯାଜପୁର ଜିଲ୍ଲା ଛତିଆର ପ୍ରସିଦ୍ଧ ରାଜଦୋଳ ମେଲଣ ମହୋତ୍ସବ ଅବସରରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ । ରାଜ୍ୟ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ୫ଦିନ ବ୍ୟାପୀ ଚାଲିବ ଏହି ପ୍ରଦର୍ଶନୀ । ଚଳିତ ଥର ରାଜ୍ୟର ୩୦ଟି ଜିଲାରୁ…
ଭୁବନେଶ୍ବର: ଧାନ କିଣା ପ୍ରସଙ୍ଗରେ ବିଜେଡିର ଚାଷୀ ବଞ୍ଚାଓ ସମାବେଶର ଦିନକ ପରେ ମୁହଁ ଖୋଲିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ଚାଷୀଙ୍କର ସମସ୍ତ ଧାନ କିଣା…
କାମାକ୍ଷାନଗର: ସବୁଠୁ କୁନି ପରିକ୍ଷାର୍ଥୀ । ଉଚ୍ଚତା ମାତ୍ର ଦେଢ଼ ଫୁଟ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି । ଛାତ୍ରୀ ଜଣଙ୍କ ହେଲେ କାମାକ୍ଷାନଗର ବ୍ଲକ ମହୁଲପାଳ ସ୍ଥିତ ନିଗମାନନ୍ଦ ହାଇସ୍କୁଲର ସୁନିତା ନାୟକ । ସେ ଠିକରେ…
ପାରାଦୀପ: ପାରାଦୀପ ଷଣ୍ଢକୁଦ ସମୁଦ୍ର କୂଳରେ ଲାଗିଲା ୨୦ ଫୁଟର ତିମି । ମାଛକୁ ଦେଖିବାକୁ ସମୁଦ୍ର କୂଳରେ ଲୋକଙ୍କ ଭିଡ଼ ଲାଗିଥିଲା । ଏହି ବିରାଟକାୟ ତିମି ମାଛକୁ ଦେଖି କିଛି ଲୋକ ଭୟ କରିବା ସହିତ ଅନ୍ୟ ଲୋକମାନଙ୍କୁ…
ଭୁବନେଶ୍ୱର : କିଶୋରୀଙ୍କୁ ମିଳିବ ସର୍ଭାଇକାଲ୍ କ୍ୟାନ୍ସର ଟୀକା । ଆସନ୍ତା ୨୮ ତାରିଖରୁ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୪ ବର୍ଷ ଯାଏ ଝିଅଙ୍କୁ ସିଙ୍ଗଲ୍ ଡୋଜ୍ ଦିଆଯିବ । ୧୪ରୁ ବାହାଘର ପର୍ଯ୍ୟନ୍ତ…
ଭୁବନେଶ୍ୱର: ଭୁବନେଶ୍ୱର ଆଇଗିଣିଆରେ ହୋର୍ଡିଂ ପଡ଼ି ଦୁଇ ଜଣଙ୍କ ମୃତ୍ୟୁ ଘଟଣାରେ ତାତିଲେ ଲୋକ । ନ୍ୟାୟ ଦାବିରେ ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକଙ୍କ ୧୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ । ଫଳରେ ରାସ୍ତାର ଉଭୟ ପଟେ…
ଯାଜପୁର : ଡ୍ରାଇଭିଂ ଶିଖିବା ହେଲା କାଳ । ବୃଦ୍ଧଙ୍କ ଉପରେ ଚଢ଼ିଗଲା କାର୍ । ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ଯାଜପୁର ଜିଲ୍ଲା କୁଆଖିଆ ଥାନା ଗନ୍ଧଣ ପଞ୍ଚାୟତ ଦରକୁଣ୍ଡି ଗାଁରେ ଅଘଟଣ ଘଟିଛି । ମୃତକ ହେଲେ…
ଭଦ୍ରକ : ଖେଳୁ ଖେଳୁ ସାପ ଗାତରେ ହାତ ପୁରାଇଦେଲା ନାବାଳକ । ସାପ କାମୁଡାରେ ଗଲା ୫ ବର୍ଷର ନାବାଳକ ଜୀବନ । ଭଦ୍ରକ ଜିଲ୍ଲା ଆଗରପଡା ଥାନା ଗୋପୀନାଥପୁର ଗାଁରେ ଅଘଟଣ ଘଟିଛି । ମୃତ ନାବାଳକ ନରସିଂହ…