ଆଜିଠୁ ଆରମ୍ଭ ହେଲା ଏଆଇ ଇମ୍ପାକ୍ଟ ଏକ୍ସପୋ
ନୂଆଦିଲ୍ଲୀ: ଆଜିଠାରୁ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ ଆରମ୍ଭ ହେଉଛି। ଫେବୃଆରୀ ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିବେ। ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଅବସରରେ ଏହି…
