ଟ୍ରାକ୍ଟର ଚଢ଼ାଇ ତହସିଲଦାରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ
ଯାଜପୁର : ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଅଭିଯୋଗ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ତହସିଲଦାର । ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ…
