୫ ଦିନ ଠପ୍ ହେବ ବ୍ୟାଙ୍କ କାରବାର, ୧୧ରେ ଧର୍ମଘଟ ପରେ ସାପ୍ତାହିକ ଓ ପାର୍ବଣ ଛୁଟି
ଭୁବନେଶ୍ୱର : ଆସନ୍ତ ୧୧ରୁ ଲଗାତାର ୫ ଦିନ ବନ୍ଦ ରହିବ ବ୍ୟାଙ୍କ । ଧର୍ମଘଟ ସହ ସାପ୍ତାହିକ ଓ ପର୍ବପର୍ବାଣି ଛୁଟି । ଠପ୍ ହେବ କାରବାର । ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ ଡାକରା ସାଙ୍ଗକୁ ଦ୍ୱିତୀୟ…
ଭୁବନେଶ୍ୱର : ଆସନ୍ତ ୧୧ରୁ ଲଗାତାର ୫ ଦିନ ବନ୍ଦ ରହିବ ବ୍ୟାଙ୍କ । ଧର୍ମଘଟ ସହ ସାପ୍ତାହିକ ଓ ପର୍ବପର୍ବାଣି ଛୁଟି । ଠପ୍ ହେବ କାରବାର । ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ ଡାକରା ସାଙ୍ଗକୁ ଦ୍ୱିତୀୟ…
କେନ୍ଦ୍ରାପଡା : ସୁଧାର ଗୃହରେ ନାବାଳିକା ଗର୍ଭବତୀ, ସୁରକ୍ଷାକର୍ମୀ ଓ ନାବାଳକ ଅନ୍ତେବାସୀ ଗିରଫ । ସୁଧାର ଗୃହରେ ନାବାଳିକା ଛାତ୍ରୀ ଅନ୍ତସତ୍ତ୍ବା ଅଭିଯୋଗ । କେନ୍ଦ୍ରାପଡା ସଦର ଥାନା ଗରାପୁର ଅଞ୍ଚଳରେ ଥିବା ଏକ ସୁଧାର ଗୃହରେ ସାମ୍ନାକୁ ଆସିଛି…
ଭୁବନେଶ୍ବର: ଓଡ଼ିଶା ସମେତ ୫ଟି ରାଜ୍ୟର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦିଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍ ରେଳ ଟ୍ରାକ୍ ସମ୍ପ୍ରସାରଣ ପ୍ରକଳ୍ପକୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍ କମିଟି ପକ୍ଷରୁ ଅନୁମୋଦନ…
ଭୁବନେଶ୍ଵର: ସ୍କ୍ରବ୍ ଟାଇଫସ୍କୁ ନେଇ ତତ୍ପର ହୋଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଯେଉଁ ଅଞ୍ଚଳରେ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହେବେ, ସେଠାକୁ ଡାକ୍ତରୀ ଟିମ୍ ପଠାଯିବ। ରୋଗ ଯେପରି ଅନ୍ୟ ଅଞ୍ଚଳକୁ ନ ବ୍ୟାପେ, ସେଥିପାଇଁ ସଚେତନତା ସହ ନିୟନ୍ତ୍ରଣମୂଳକ…
ପିପିଲି: ମୋବାଇଲ ଟର୍ଚ୍ଚରେ ରୋଗୀସେବା । ଜାତୀୟ ରାଜପଥ ୩୧୬ ପାର୍ଶ୍ବରେ ଥିବା ପୁରୀର ସାକ୍ଷୀଗୋପାଳ ଡାକ୍ତରଖାନାରୁ ଆସିଛି ଏଭଳି ଅଭିଯୋଗ। ସନ୍ଧ୍ୟାରେ ବିଦ୍ୟୁତ ସରବରାହ ବନ୍ଦ ହୋଇଯିବାରୁ ଡ୍ରେସିଂ ରୁମ, ମେଲ୍ ୱାର୍ଡ ଓ ଡାଇରିଆ ୱାର୍ଡ ପ୍ରାୟ ଏକ…
ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆବୁଧାବିରେ ପହଞ୍ଚିଛନ୍ତି। ଏହାସହ ସଂଯୁକ୍ତ ଅରବ ଏମିରେଟ୍ସ (ୟୁଏଇ)ରେ ଓଡ଼ିଶାର ଉଚ୍ଚସ୍ତରୀୟ ନିବେଶ ଅଭିଯାନର ଶୁଭାରମ୍ଭ ହୋଇଛି। ସେପ୍ଟେମ୍ବର ୯ ରୁ ୧୧ ପର୍ଯ୍ୟନ୍ତ ପ୍ରମୁଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ…
ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ଭୋଗରାଇ ଜଙ୍ଗଲରୁ ଉଦ୍ଧାର ୫ ଓରାଙ୍ଗଉଟାନଙ୍କୁ ନନ୍ଦନକାନନ ଅଣାଯାଇଛି । ସେମାନଙ୍କୁ ନନ୍ଦନକାନନରେ ସ୍ବତନ୍ତ୍ର ବ୍ୟବସ୍ଥାରେ ରଖାଯିବା ସହ ଗତିବିଧି ଉପରେ ରହିଛି ନଜର। ବାଲେଶ୍ୱର ଜିଲ୍ଲା ଭୋଗରାଇ ରାଣାକାଠା ସଂରକ୍ଷିତ ଜଙ୍ଗଲରେ ୫ ବିରଳ…
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ । ଧମକ ମିଳିବା ପରେ ଆତଙ୍କ ଖେଳିଯାଇଛି । ସକାଳ ୮.୩୯ରେ ଦିଲ୍ଲୀ ବିଧାନସଭା ସ୍ପିକରଙ୍କ ଅଫିସିଆଲ ୱେବସାଇଟକୁ ଧମକପୂର୍ଣ୍ଣ ଇମେଲ ଆସିଥିଲା । ଦିଲ୍ଲୀ ବିଧାନସଭା ପରିସରକୁ ବୋମାରେ ଉଡ଼ାଇବାକୁ…
ମହାରାଷ୍ଟ୍ର : ଗୋଣ୍ଡିଆ-ବାଲାଘାଟ ରାଜ୍ୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ନାଗରା ଗାଁ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍ ଶ୍ରମିକଙ୍କୁ ନେଇ ଯାଉଥିବା ବୋଲେରୋକୁ ସାମ୍ନାପଟୁ ଜୋରଦାର ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୩…
ନୂଅଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେଲ ଦରକୁ ନେଇ ବଡ଼ ଘୋଷଣା କରିଛନ୍ତି। ଆଗାମୀ ଦିନରେ କ୍ରୁଡ୍ ଅଏଲ୍ ଦର ହ୍ରାସ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି…